Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଗା ପୂଜା ଓ ନାଇଟ୍‌ କର୍ଫ୍ୟୁ ପାଇଁ କଟକ ସହରରେ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ

by ସଞ୍ଜୟ ସ୍ୱାଇଁ
October 10, 2021
in State
ଦୁର୍ଗା ପୂଜା ଓ ନାଇଟ୍‌ କର୍ଫ୍ୟୁ ପାଇଁ କଟକ ସହରରେ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ
18
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ପୂଜା ପାଇଁ କଟକ ସହରରେ ବ୍ୟାପକ ବ୍ୟବସ୍ଥା । ଦୁର୍ଗା ପୂଜା ଓ ନାଇଟ୍‌ କର୍ଫ୍ୟୁ ପାଇଁ କଟକ ସହରରେ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ଏହାସହ ସହରରେ ୧୦୦ ଜଣ ବରିଷ୍ଠ ଅଧିକାରୀ ମୁତୟନ ହେବେ ବୋଲି ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ସେହିପରି ଡିସିପି ଆହୁରୀ ମଧ୍ୟ କହିଛନ୍ତି ଯେ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ପୂଜା ମଣ୍ଡପ ଓ ପୀଠରେ କରୋନା କଟକଣା ମାନି ପୂଜା କରିବାକୁ ପରାମର୍ଶ ଦିଆଯାଇଛି । ସହରରେ ବିଭିନ୍ନ ସ୍ଥାନରେ ରହିବ କୋଡିଏ ଟି ଏଡ-ପୋଷ୍ଟ । ତେବେ ଚଳିତ ବର୍ଷ କୋଭିଡ ଗାଇଡ ଲାଇନ ଅନୁସାରେ ପୂଜା କରିବା ପାଇଁ ପୂଜା କମିଟିକୁ ଅନୁରୋଧ କରାଯାଇଛି । ସହରରେ ମୋଟ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!