Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅର ମୃତ ଦେହ ଏକ ପୋଖରୀରୁ ଉଦ୍ଧାର, ହତ୍ୟା ସନ୍ଦେହ

by ସଞ୍ଜୟ ସ୍ୱାଇଁ
October 10, 2021
in Crime, State
ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅର ମୃତ ଦେହ ଏକ ପୋଖରୀରୁ ଉଦ୍ଧାର, ହତ୍ୟା ସନ୍ଦେହ
22
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱରରେ ଚାଞ୍ଚଲ୍ୟ । ପାତ୍ରପଡ଼ାର ଏକ ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଏନେଇ ସ୍ଥାନୀୟ ପୋଲିସ ଏବଂ କମିଶନରେଟ୍ ପୋଲିସ ପକ୍ଷରୁ ଛାନଭିନ୍ ଆରମ୍ଭ ହୋଇଛି । ମୃତକ ଜଣକ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନିଷ ଅନୁରାଗ ବୋଲି ସୂଚନା ମିଳିଛି । ତାଙ୍କର ବୟସ ମାତ୍ର ୩୦ ବର୍ଷ । ତେବେ ଗତକାଲି ରାତିରେ ପୁଅ ମନିଷ ଅନୁରାଗଙ୍କୁ ତାଙ୍କ ଶ୍ରୀବିହାର ସ୍ଥିତ ବାସଭବନରୁ କିଛି ଯୁବକ ନେଇଆସି ମାରପିଟ କରିଥିବା ମନିଷ ଫୋନ କରି ସୂଚନା ଦେଇଥିଲେ । ପୁଅ ମଧ୍ୟ ନିର୍ଭୟ ଖବର କାଗଜର ପରିଚାଳନାରେ ସାହାଯ୍ୟ କରୁଥିଲେ । ଆସନ୍ତା ମାସରେ ତାଙ୍କର ବାହାଘର ହେବା ନେଇ ସ୍ଥିର ହୋଇଥିଲା । ପାତ୍ରପଡ଼ା ମା ନମନକଣି ପୋଖରେରେ ଏହି ମୃତଦେହଟି ଭାସୁଛି । ସ୍ଥାନୀୟ ଗ୍ରାମବାସୀ ପ୍ରଥମେ ମୃତଦେହଟିକୁ ଭାସୁଥିବାର ଦେଖିଥିଲେ । ପରେ ଏନେଇ ତମାଣ୍ଡୋ ପୋଲିସ୍‌କୁ ସୂଚନା ଦିଆଯାଇଥିଲା । ଯୁବକଙ୍କୁ କେହି ହତ୍ୟା କରି ପୋଖରୀରେ ପକାଇ ଦେଇଥିବା ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡ଼ୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!