Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାୟକଙ୍କ ଗାଡ଼ି ଉପରେ ବୋମା ମାଡ଼ର ପ୍ରତିବାଦକୁ ନେଇ ରାସ୍ତାରୋକ ସହ ପୋଡାଜଳା

by ସଞ୍ଜୟ ସ୍ୱାଇଁ
October 10, 2021
in State
ବିଧାୟକଙ୍କ ଗାଡ଼ି ଉପରେ ବୋମା ମାଡ଼ର ପ୍ରତିବାଦକୁ ନେଇ ରାସ୍ତାରୋକ ସହ ପୋଡାଜଳା
25
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ବିଧାୟକଙ୍କ ଗାଡ଼ି ଉପରେ ବୋମା ମାଡ଼ର ପ୍ରତିବାଦ । ରାସ୍ତାରୋକ ସହ ପୋଡାଜଳା । ଏନ୍ ଏଚ ୪୯ ଅବରୋଧ କେନ୍ଦୁଝର ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ି ଉପରେ ବୋମା ମାଡ଼ ପ୍ରତିବାଦରେ କେନ୍ଦୁଝରରେ ଭାଜପା ପକ୍ଷରୁ ରାସ୍ତାରୋକ ଆରମ୍ଭ ହୋଇଛି । ଟାୟାର୍ ଜଳାଇ ଗାନ୍ଧୀ ଛକ ଠାରେ ଏନଏଚ -୪୯ କୁ ଅବରୋଧ କରି ଆନ୍ଦୋଳନ ଚାଲିଥିବା ବେଳେ ଏହାକୁ ନେଇ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି । ପୂର୍ବାହ୍ନ ୧୧ ଟାରେ ଏହି ଘଟଣା ଘଟିବା ବେଳେ ଦୁଇ ଆକ୍ରମଣକାରୀ ବମ ପକାଇବା ସହ ବନ୍ଧୁକ ଦେଖାଇ ମାରିବାକୁ ଉଦ୍ୟମ କରୁଥିଲେ ବୋଲି ବିଧାୟକ ଅଭିଯୋଗ କରିଛନ୍ତି । ସେ ଗନ୍ଧମାର୍ଦନ ଲୋଡ଼ିଂ ଏଯେନ୍ସି କୁ ନେଇ ଚାଲି ଥିବା ଆନ୍ଦୋଳନ କୁ ସମର୍ଥନ କରୁ ଥିବାରୁ ସେହି କାରଣ ରୁ ତାଙ୍କ ଉପରକୁ ଏଭଳି ଆକ୍ରମଣ କରାଯାଇଥିବା ଅଭିଯୋଗ କରିଛନ୍ତି । ଅନ୍ୟ ପକ୍ଷରେ ଏ ନେଇ ନେଇ ସୌମ୍ୟ ଶଙ୍କର ଚକ୍ର , ରାଜ୍ୟ ଯୁବ ବିଜେଡ଼ି ଉପ ସଭପତି କହିଛନ୍ତି ଯେ ଏଭଳି ଆରୋପ ମିଥ୍ୟା ଓ ଏହାର କୌଣସି ସତ୍ୟତା ନାହିଁ । ଏଣୁ ଏହାର ତଦନ୍ତ କରିବା ସହ ଆକ୍ରମଣ କାରୀଙ୍କୁ ତୁରନ୍ତ ଗିରଫ କରି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଉ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!