Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁରରେ ଜିଲ୍ଲା ସାମ୍ବାଦିକ ସଂଘର ସାଂଗଠନିକ ବୈଠକ ଓ ଆଲୋଚନା ଚକ୍ର ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
October 10, 2021
in State
ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁରରେ ଜିଲ୍ଲା ସାମ୍ବାଦିକ ସଂଘର ସାଂଗଠନିକ ବୈଠକ ଓ ଆଲୋଚନା ଚକ୍ର ଅନୁଷ୍ଠିତ
17
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁରରେ ଜିଲ୍ଲା ସାମ୍ବାଦିକ ସଂଘର ସାଂଗଠନିକ ବୈଠକ ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସ୍ୱାଧୀନତା ସଂଗ୍ରାମ ସମିତିର ସଭାପତି ନୀଳମଣି ସାମଲ ଉଦଘାଟନ କରିଥିଲେ। ରାଜ୍ୟ ସାମ୍ବାଦିକ ସଂଘର ସାଧାରଣ ସମ୍ପାଦକ କୈଳାଶ ଚନ୍ଦ୍ର ନାୟକ, ବିଶିଷ୍ଟ ଗବେଷକ ହରିଶ ଚନ୍ଦ୍ର ପୃଷ୍ଟି, ଶିକ୍ଷାବିତ୍ ବିଧାନ ଚନ୍ଦ୍ର ସାମଲ, ସାହିତ୍ୟିକ ଭାଗ୍ୟଧର ସାହୁ ପ୍ରମୁଖ ଯୋଗଦେଇ ଖଣ୍ଡାଧାରରେ ଗଣମାଧ୍ୟମ ସମ୍ପର୍କିତ ପ୍ରସଙ୍ଗରେ ନିଜର ବକ୍ତବ୍ୟ ରଖିଥିଲେ। ସଂଘର ସଭାପତି ସୁବାସ ଧଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ସାଧାରଣ ସମ୍ପାଦକ ଅବିନେଶ୍ୱର ଶତପଥୀ ସମ୍ପାଦକୀୟ ଅଭିଭାଷଣ ରଖିଥିଲେ। ବିଭିନ୍ନ ବ୍ଲକରୁ ଶତାଧିକ ଗଣମାଧ୍ୟମର ପ୍ରତିନିଧି ଯୋଗଦେଇଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!