Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀକ୍ଷେତ୍ର ପୁରୀରେ ନେତପିଲା ପରମ୍ପରାକୁ ନେଇ ବୃନ୍ଦାବତୀଙ୍କ ନିକଟରେ ପୂଜାର୍ଚ୍ଚନା

by ସଞ୍ଜୟ ସ୍ୱାଇଁ
October 10, 2021
in State
ଶ୍ରୀକ୍ଷେତ୍ର ପୁରୀରେ ନେତପିଲା ପରମ୍ପରାକୁ ନେଇ ବୃନ୍ଦାବତୀଙ୍କ ନିକଟରେ ପୂଜାର୍ଚ୍ଚନା
143
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଶ୍ରୀକ୍ଷେତ୍ର ପୁରୀରେ ନେତପିଲା ପରମ୍ପରା । ପୁରୀ ଶ୍ରୀମନ୍ଦିରର ସେବାୟତ ପରିବାରରେ ଶାରଦୀୟ ଦୁର୍ଗାପୂଜା ସମୟରେ ଦେଖିବାକୁ ମିଳିଥାଏ ନେତ ପିଲା ପରମ୍ପରା । ଶହଶହ ବର୍ଷ ପୂର୍ବରୁ ପାଳିତ ହୋଇଆସୁଥିବା ଏହି ପର୍ବ ଏବେ ମଧ୍ୟ ସେବାୟତ ପରିବାର ଗୁଡିକରେ ପରମ୍ପରା ମୁତାବକ ଚାଲିଆସୁଛି । ସେବାୟତ ପରିବାରର କୁନି କୁନି କୁମାରୀ ଝିଅ ମାନେ ଏହି ପର୍ବ ପାଳିଥାନ୍ତି । ପ୍ରାୟ୨୧ ଦିନ ପୂର୍ବରୁ ବଳୀପୁଜନ କରିବା ପରେ ତିନିଦିନ ଧରି ବିଭିର୍ନ ବେଶଭୁଷାରେ ସଜ୍ଜିତ ହୋଇ ମାର୍କଣ୍ଡ ପୋଖରୀ ଠାରେ ନେତପିଲାମାନେ ମାଆ ବୃନ୍ଦାବତୀଙ୍କ ପାଖରେ ପୂଜା କରିଵା ସହ ସେଠାରେ ବଳି ଗୀତ ଗାଇଥାନ୍ତି । ଏହି ପରମ୍ପରା ଶ୍ରୀକ୍ଷେତ୍ର ପୁରୀରେ ଦେଖିବାକୁ ମିଳିଥିବା ବେଳେ ପୂଜା ସମୟରେ ସ୍ୱତନ୍ତ୍ର ଆଭୂଷଣ ଏବଂ ବସ୍ତ୍ରରେ ଭୂଷିତ ହୋଇ ନେତ ପିଲାମାନେ ପୂଜା କରୁଥିବା ଦେଖିବାକୁ ମିଳିଥିଲା । ବିଭିର୍ନ ପ୍ରକାରର ଫଳ, ନଡ଼ିଆ, ପରିବା, ଗୁଆ ଆଦି ଅର୍ପଣ କରି ପୂଜା କରିବାର ଵିଧି ଥିବାବେଳେ ବଳି ଗୀତ ଗାନ କରିଥାନ୍ତି । ପୂଜା ପରେ ନେତପିଲା ମାନେ ସେମାନଙ୍କର ସମ୍ପର୍କୀୟ ମାନଙ୍କ ଘରକୁ ବୁଲିଯିବାର ଵିଧି ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!