Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କର୍ଣ୍ଣାଟକର ଜଣେ ବ୍ୟକ୍ତିଙ୍କଠାରୁ ୧୨ ଲକ୍ଷ ୫୦ ହଜାର ଟଙ୍କା ଠକିବା ଅଭିଯୋଗରେ ଢେଙ୍କାନାଳର ଜଣେ ଯୁବକଙ୍କୁ ଗିରଫ କରିଛି କର୍ଣ୍ଣାଟକ ପୁଲିସ୍‌

by ସଞ୍ଜୟ ସ୍ୱାଇଁ
October 11, 2021
in Crime, State
କର୍ଣ୍ଣାଟକର ଜଣେ ବ୍ୟକ୍ତିଙ୍କଠାରୁ ୧୨ ଲକ୍ଷ ୫୦ ହଜାର ଟଙ୍କା ଠକିବା ଅଭିଯୋଗରେ ଢେଙ୍କାନାଳର ଜଣେ ଯୁବକଙ୍କୁ ଗିରଫ କରିଛି କର୍ଣ୍ଣାଟକ ପୁଲିସ୍‌
104
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଫର୍ଜୀ କମ୍ପାନୀ ଖୋଲି ଲକ୍ଷ ଲକ୍ଷ ଟଙ୍କା ଲୁଟୁଥିଲେ। ଶେଷରେ ଢେଙ୍କାନାଳ ଆସି ମାଡ଼ି ବସିଲା କର୍ଣ୍ଣାଟକ ପୁଲିସ୍‌। କର୍ଣ୍ଣାଟକର ଜଣେ ବ୍ୟକ୍ତିଙ୍କଠାରୁ ୧୨ ଲକ୍ଷ ୫୦ ହଜାର ଟଙ୍କା ଠକିବା ଅଭିଯୋଗରେ ଢେଙ୍କାନାଳର ଜଣେ ଯୁବକଙ୍କୁ ଗିରଫ କରିଛି କର୍ଣ୍ଣାଟକ ପୁଲିସ୍‌। ମିଳିଥିବା ସୂଚନା ଅନୁଯାୟୀ, କଟକ ଜିଲ୍ଲା ଡ଼ାଳଭାଗ ଗ୍ରାମର ଜଣେ ଯୁବକ ଇଣ୍ଡିଆ ସାଇନ ଗୁଡ୍ସ ଆଣ୍ଡ ଇନ୍ଫ୍ରା ପ୍ରାଇଭେଟ୍ ଲିମିଟେଡ ନାମକ ଏକ ଫର୍ଜୀ କମ୍ପାନୀ ଖୋଲିଥିଲେ । ଏହି କମ୍ପାନୀ ସାହାଯ୍ୟରେ କର୍ଣ୍ଣାଟକର ଅନ୍ୟ ଜଣେ ବ୍ୟକ୍ତିଙ୍କଠାରୁ ୧୨ ଲକ୍ଷ ୫୦ ହଜାର ଟଙ୍କା ଠକି ନେଇଥିଲେ । ଏହି ସାଇବର ଠକେଇ ଘଟଣାକୁ ନେଇ ସମ୍ପୃକ୍ତ ବ୍ୟକ୍ତି ୫ ଅଗଷ୍ଟରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଆଇଟି ଆକ୍ଟ ଅନୁଯାୟୀ ମାମଲା ରୁଜୁ କରିଥିଲା । କର୍ଣ୍ଣାଟକ ପୋଲିସ ତଦନ୍ତ କରିବା ପରେ ଅଭିଯୁକ୍ତ ଯୁବକ ଢ଼େଙ୍କାନାଳରେ ରହୁଥିବା ଜାଣିବାକୁ ପାଇଥିଲା । ଏହାପରେ ଗତକାଲି ଢ଼େଙ୍କାନାଳ ପୋଲିସ ସହାୟତାରେ ଯୁବକଙ୍କୁ ସ୍ଥାନୀୟ ଷ୍ଟେସନ ବଜାରରେ ରହୁଥିବା ଭଡ଼ା ଘରୁ ଉଠାଇ ଗିରଫ କରିଥିଲା । ତାଙ୍କଠାରୁ ପୁଲିସ୍‌ ଚାରୋଟି ମୋବାଇଲ ଓ ଗୋଟିଏ ଲ୍ୟାପଟପ୍ ଜବତ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!