Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଲ ସ୍କୋରରେ ପେଲେଙ୍କ ସମକ୍ଷକ ହେଲେ ଛେତ୍ରୀ

by ସଞ୍ଜୟ ସ୍ୱାଇଁ
October 11, 2021
in Sports, State
ଗୋଲ ସ୍କୋରରେ ପେଲେଙ୍କ ସମକ୍ଷକ ହେଲେ ଛେତ୍ରୀ
54
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଭାରତର ଷ୍ଟାର ଫୁଟବଲ୍ ଖେଳାଳୀ ସୁନିଲ୍ ଛେତ୍ରୀ ଆନ୍ତର୍ଜାତୀୟ ସ୍କୋର କରିବା ମାମଲାରେ ବ୍ରାଜିଲର ମହାନ ଖେଳାଳୀ ପେଲେଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ପେଲେ ୯୨ ମ୍ୟାଚରେ ୭୭ ଗୋଲ କରିଥିଲେ । ମାଲଡିଭସରେ ଖେଳା ଯାଉଥିବା ସାଉଥ ଏସିଆନ ଫୁଟବଲ ଫେଡେରେଶନ ଚାମ୍ପିୟନଶିପରେ ନେପାଳ ବିପକ୍ଷରେ ଗୋଟିଏ ଗୋଲ କରି ସେ ପେଲେଙ୍କ ସହ ସମକକ୍ଷ ହୋଇଥିଲେ । ଭାରତ ୧-୦ରେ ଏହି ମ୍ୟାଚରେ ବିଜୟୀ ହୋଇଥିଲା । ପୂର୍ବରୁ ବାଂଲାଦେଶ ଓ ଶ୍ରୀଲଙ୍କା ବିପକ୍ଷରେ ଭାରତ ମ୍ୟାଚ ଡ୍ର ରଖିଥିଲା । ପର୍ତୁଗାଲର କ୍ରିଷ୍ଟିଆନ ରୋନାଲ୍ଡୋ ଓ ଆର୍ଜେଂଟିନାର ଲିଓନେଲ ମେସୀ ଯଥାକ୍ରମେ ୧୧୨ ଓ ୭୯ ଗୋଲ କରି ଛେତ୍ରୀଙ୍କଠାରୁ ଆଗରେ ଅଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!