Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଟିଏ ଦିନରେ ତିନି ଅଧିକାରୀଙ୍କୁ ଗିରଫ କରିଛି ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
October 12, 2021
in Crime, State
ଗୋଟିଏ ଦିନରେ ତିନି ଅଧିକାରୀଙ୍କୁ ଗିରଫ କରିଛି ଭିଜିଲାନ୍ସ
105
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗୋଟିଏ ଦିନରେ ତିନି ଅଧିକାରୀଙ୍କୁ ଭିଜିଲାନ୍ସ ଗିରଫ କରିବା ଘଟଣା । ବାଲେଶ୍ବର ପଲ୍ୟୁସନ୍ କଣ୍ଟ୍ରୋଲ ବୋର୍ଡର ଅଧିକାରୀ ନରୋତ୍ତମ ବେହେରାଙ୍କ କ୍ବାଟରରୁ ମିଳିଲା ୬ ଲକ୍ଷ ୩୫ ହଜାର ନଗଦ ଟଙ୍କା । କଟକ ଦୋଳମୁଣ୍ଡାଇରେ ୩୫ ଲକ୍ଷ ଟଙ୍କାର ଏକ ପ୍ଲଟ, ସୁପରଟେଣ୍ଡେଣ୍ଟ ଇଞ୍ଜିନିୟର ବିଧାନ ସାହୁଙ୍କର ଛତ୍ରପୁରରେ ୪ଟି ପ୍ଲଟ ଓ ଅନ୍ୟ ସ୍ଥାନରେ ଆଉ ଏକ ପ୍ଲଟ ଠାବ । ଏନେଇ ଭିଜିଲାନ୍ସ ନିର୍ଦ୍ଦେଶକ ଜଶୱନ୍ତ ଜେଠୱା ସୂଚନା ଦେଇଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ ଜଣ ପ୍ରଥମ ଶ୍ରେଣୀ ଅଧିକାରୀଙ୍କୁ ଗିରଫ କରିଥିଲେ ଭିଜିଲାନ୍ସ । ଗିରଫ ଅଧିକାରୀଙ୍କ ମଧ୍ୟରେ ଜଣେ ଅଧୀକ୍ଷଣ ଯନ୍ତ୍ରୀ ଏବଂ ୨ ଜଣ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଞ୍ଚଳିକ ଅଫିସର ରହିଛନ୍ତି । ସେମାନଙ୍କ ନିକଟରୁ ୨୨ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି । ଏହାସହ ବିଭିନ୍ନ ସ୍ଥାନରେ ରେଡ୍‌ ମଧ୍ୟ ଜାରି ରଖିଛି ଭିଜିଲାନ୍ସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!