Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧରେଇଲେ ମିଳିବ ପୁରଷ୍କାର

by ସଞ୍ଜୟ ସ୍ୱାଇଁ
October 12, 2021
in State
ଧରେଇଲେ ମିଳିବ ପୁରଷ୍କାର
409
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଫଟୋ ଟି ଚିହ୍ନ ଧରାଇଦେଲେ ମିଳିବ ପୁରଷ୍କାର । ଏନେଈ ଆଜି କେନ୍ଦୁଝର ପୁଲିସ୍ ଆଜି ଫଟୋ ଜାରି କରିବା ପୁରଷ୍କାର ଦେବା ପାଇଁ ଘୋଷଣା କରିଛି । ସୂଚନାନୁସାରେ, କେନ୍ଦୁଝର ବିଧାୟକ ମୋହନ ମାଜୀଙ୍କ କାର ଉପରକୁ କେହି ଦୃବୁତ ପଥର ମାଡ଼ କରି ଫେରାର ହୋଇଯାଇଥିଲା । ଦୃବୁତକୁ ଗିରଫ୍ ଦାବି ନେଇ ଥାନାରେ ଅଭିଯୋଗ ହୋଇଥିଲା । ପୁଲିସ୍ ମାମଲା ରୁଜୁ କରି ତଦନ୍ତ କରୁଥିବା ବେଳେ ବିଜେପି ଦଳ ପକ୍ଷରୁ ଆଜି କେନ୍ଦୁଝର ଗାନ୍ଧି ଛକଠାରେ ୪୯ ନମ୍ୱର ଜାତୀୟ ରାଜପଥକୁ ଅବରୋଧ କରିଥିଲେ ବିଜେପି କର୍ମୀ। ଆଉ ଏଥିରେ ସାମିଲ ହୋଇଥିଲେ ମୋହନ ମାଝୀଙ୍କ ସମେତ ବିଜେପିର ୯ ଜଣ ବିଧାୟକ। ସେମାନେ ହେଲେ- ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ରେଙ୍ଗାଳି ବିଧାୟକ ନାଉରି ନାଏକ, ବାରିପଦା ବିଧାୟକ ପ୍ରକାଶ ସୋରେନ, ଯଶୀପୁର ବିଧାୟକ ଗଣେଶ ରାମ ଖୁଣ୍ଟିଆ, ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ, ଲୁଇସିଙ୍ଗା ବିଧାୟକ ମୁକେଶ ମହାଲିଙ୍ଗ, ବଡ଼ସାହି ବିଧାୟକ ସନାତନ ବିଜୁଳି, ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ଓ ଶାରସକଣା ବିଧାୟକ ବୁଡାନ ମୁର୍ମୁ। ଆଜି ସର୍କିଟ ହାଉସରେ ବସିଥିଲା ବୈଠକ। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ୭ ଦିନ ସମୟ ମାଗିଲେ କେନ୍ଦୁଝର ଏସପି। ୭ ଦିନ ମଧ୍ୟରେ ଅଭିଯୁକ୍ତଙ୍କୁ ଧରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ଏସପି। ଆଉ ଏସପିଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି ବିଜେପି ବିଧାୟକ। ୭ ଦିନ ମଧ୍ୟରେ ଗିରଫ ନହେଲେ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି ବିଜେପି ବିଧାୟକ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!