Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା; ଚଣ୍ଡୀପାଠରେ କମ୍ପୁଛି ପରିବେଶ

by ସଞ୍ଜୟ ସ୍ୱାଇଁ
October 13, 2021
in State
ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା; ଚଣ୍ଡୀପାଠରେ କମ୍ପୁଛି ପରିବେଶ
48
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା। କୋଭିଡ୍ କଟକଣା ଭିତରେ ମଣ୍ଡପରେ ବିଧି ପାଳନ କରି ମା’ଙ୍କ ଅଷ୍ଟମୀ ପୂଜାର୍ଚ୍ଚନା କରାଯାଉଛି। ବିଭିନ୍ନ ମଣ୍ଡପରେ ପରଦା ଆଢୁଆଳରେ ପୂଜା ପାଉଛନ୍ତି ମା ଜଗତ ଜନନୀ। ମହାଷ୍ଟମୀ ପୂଜାରେ ଚଣ୍ଡୀପାଠରେ କମ୍ପୁଛି ପରିବେଶ। ସକାଳୁ ଆରମ୍ଭ ହୋଇଛି ଜଗତଜନନୀଙ୍କ ମହାଷ୍ଟମୀ ପୂଜା। ହେଲେ ଚର୍ମଚକ୍ଷୁରେ ଦର୍ଶନ କରିପାରୁନି ଭକ୍ତ। କୋଭିଡ କଟକଣା ସାଜିଛି ବାଧକ। ମଣ୍ଡପରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଥିବାରୁ ଫେସବୁକ୍, ୟୁଟ୍ୟୁବ୍ ମାଧ୍ୟମରେ ପୂଜାର ଲାଇଭ୍ ବ୍ୟବସ୍ଥା କରିଛନ୍ତି ବିଭିନ୍ନ ପୂଜା କମିଟି। ସେପଟେ ଦେବୀ ପୀଠଗୁଡିକରେ ଆଜି ମା’ଙ୍କ ନବମୀ ପୂଜା ହେଉଛି । କଟକ ଜିଲ୍ଲା ଜଗତସିଂହପୁର ସ୍ଥିତ ମା’ ଶାରଳାଙ୍କ ପୀଠରେ ୧୪୪ ଧାରା ଲାଗୁ କରାଯାଇଛି। ଗତକାଲିଠୁ ୧୪ ତାରିଖ ଯାଏ ପୀଠ ଓ ଏହାର ଚତୁଃପାର୍ଶ୍ୱରେ ଏହି କଟକଣା ଲାଗୁ କରାଯାଇଛି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ତରଫରୁ ଏହି ପଦକ୍ଷେପ ନିଆଯାଇଛି। ପ୍ରଶାସନର କଟକଣା ପାଇଁ ଗତବର୍ଷ ଭଳି ଏବର୍ଷ ମଧ୍ୟ ଦଶହରା ସମ୍ପୂର୍ଣ୍ଣ ଫିକା ହୋଇଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!