Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂଜା କମିଟି ସଭାପତିଙ୍କୁ ଦୁର୍ଗା ମେଢ ନିକଟରେ ଛୁରା ମାଡ

by ସଞ୍ଜୟ ସ୍ୱାଇଁ
October 13, 2021
in Crime, State
ପୂଜା କମିଟି ସଭାପତିଙ୍କୁ ଦୁର୍ଗା ମେଢ ନିକଟରେ ଛୁରା ମାଡ
113
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଦୁର୍ଗା ମେଢ ନିକଟରେ ଛୁରା ମାଡ ହୋଇଛି । ଏହି ଛୁରାମାଡ଼ରେ ପୂଜା କମିଟି ସଭାପତି ସନ୍ତୋଷ ଦାଶ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସହର ବିରଧନଜୟପୁର ସାହି ଦୁର୍ଗା ମେଢ ନିକଟରେ ଘଟିଛି ଘଟଣା । ଖବର ଅନୁଯାୟୀ, ଗତରାତିରେ ମାଙ୍କ ପୂଜା ଚାଲିଥିବା ବେଳେ ଖୋଦ୍‌ ପୂଜା କମିଟି ସଭାପତିଙ୍କୁ ଛୁରାମାଡ଼ ହୋଇଛି । ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ବୁଗୁଡା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏହାପରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି । ତେବେ ଗୁରୁତର ଆହାତ ହୋଇଥିବା ପୂଜା କମିଟି ସଭାପତି ସନ୍ତୋଷ ଦାଶ ବୋଲି ଜଣାପଡିଥିବା ବେଳେ ଛୁରା ମାଡର ଅସଲ କାରଣ ଏବେ ବି ଅସ୍ପଷ୍ଟ ରହିଛି । ପୋଲିସ ଘଟଣାର ତଦନ୍ତ ଚଳାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!