Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର

by ସଞ୍ଜୟ ସ୍ୱାଇଁ
October 13, 2021
in Accident, State
ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର
364
VIEWS
Share on FacebookShare on Twitter

ସାନଖେମୁଣ୍ଡି , (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ମୁଖ୍ୟ ରାସ୍ତା ଡେଙ୍ଗାଦର ନିକଟ ଇନ୍ଦିରା ଆବାସ ଛକରେ ଦୁର୍ଘଟଣା । ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, କନକ ଦୁର୍ଗା ନାମକ ବସ୍‌ଟି ଦିଗପହଣ୍ଡିରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ଠିକ୍‌ ଏହି ସମୟରେ ଇନ୍ଦିରା ଆବାସ ଛକ ନିକଟରେ ଘଟିଲା ଦୁର୍ଘଟଣା । ବାଇକ ଆରୋହୀ ବ୍ରହ୍ମପୁରରୁ ପୋଡାମାରି ଆସୁଥିବା ସମୟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ସଂପର୍କରେ ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଥିଲା । ବ୍ରହ୍ମପୁର ଦିଗପହଣ୍ଡି ମୁଖ୍ୟ ରାସ୍ତା କିଛି ସମୟ ପାଇଁ ବନ୍ଦ ରହିଥିଲା ସଦର ପୋଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡି ଏବଂ ଶବ ଜବତ ପରେ ଗାଡି ଚଳାଚଳ ସ୍ବାଭାବିକ ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!