Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ବିଶ୍ୱ ପ୍ରସିଦ୍ଧ ଛତର ଯାତ୍ରା, ଚଳଚଞ୍ଚଳ ମାଣିକେଶ୍ୱରୀ ପୀଠ

by ସଞ୍ଜୟ ସ୍ୱାଇଁ
October 13, 2021
in State
ଆଜି ବିଶ୍ୱ ପ୍ରସିଦ୍ଧ ଛତର ଯାତ୍ରା, ଚଳଚଞ୍ଚଳ ମାଣିକେଶ୍ୱରୀ ପୀଠ
90
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। କୋଭିଡ କଟକଣା ପାଇଁ ବିନା ଭକ୍ତ ରେ ଅନୁଷ୍ଠିତ ହେଉଛି ପରମ୍ପରା। ସହରରେ ପ୍ରବେଶ ଉପରେ କଟକଣା ଜାରି କରିଛି ପ୍ରଶାସନ । ଭବାନୀପାଟଣା ମାଁ ମାଣିକେଶ୍ବରୀଙ୍କ ମୂଳ ଆସ୍ଥାନ ମନ୍ଦିର ଠାରୁ ମାଁଙ୍କ ପ୍ରତିକ ଛତର ଭୋର ୫ ଟା ରେ ବାହାରୀ ସହର ଉପକଣ୍ଠ ଜେନାଖାଲରେ ଗୁପ୍ତ ପୂଜା ଜାରି ରହିଛି। ଛତର ଯାତ୍ରା ସମୟରେ ଭବାନୀପାଟଣା ସହରରେ ପ୍ରଶାସନ ୧୪୪ ଧାରା ଲାଗୁ କରିଛନ୍ତି। ଆଇନ୍ ଶୃଙ୍ଖଳା ପରିସ୍ଥିତି ପାଇଁ ସହର ରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଛତର ଯାତ୍ରା ସମୟରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଥିବା ବେଳେ ଗତ ଦୁଇ ବର୍ଷ ହେବ କରୋନା କଟକଣା ପାଇଁ ବିନା ଭକ୍ତ ରେ ପରମ୍ପରା ପାଳନ କରାଯାଉଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!