Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀରୁ ୨୫ ଲକ୍ଷ ଟଙ୍କାର ଧଳା ଜହର ଜବତ, ୫ ଗିରଫ

by ସଞ୍ଜୟ ସ୍ୱାଇଁ
October 13, 2021
in Crime, State
ପୁରୀରୁ ୨୫ ଲକ୍ଷ ଟଙ୍କାର ଧଳା ଜହର ଜବତ, ୫ ଗିରଫ
67
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଅପରେସନ ବ୍ରାଉନସୁଗରରେ ପୁରୀ ପୋସଲିସକୁ ସଫଳତା । ୨୫ ଲକ୍ଷ ଟଙ୍କାର ଧଳା ଜହର ଜବତ ହୋଇଛି । ଏହି ଘଟଣାରେ ୫ ଜଣ ବେପାରୀଙ୍କୁ ଗିରଫ କରିଛି ଏସଟିଏଫ୍ । ଅଭିଯୁକ୍ତଙ୍କ ପାଖରୁ ୨୫୦ ଗ୍ରାମ୍ ବ୍ରାଉନସୁଗର ଜବତ ହୋଇଛି । ଗିରଫ ଅଭିଯୁକ୍ତଙ୍କ ଘର ଖୋର୍ଦ୍ଧା ଜିଲ୍ଲାରେ । ୫ ବେପାରୀଙ୍କ ପାଖରୁ୧୧ଟି ମୋବାଇଲ ଫୋନ୍, ନଗଦ ୫୦୦୦ ଟଙ୍କା, ଦୁଇଟି ଏଟିଏମ୍ କାର୍ଡ, ଗୋଟିଏ ମଟର ସାଇକେଲ, ଗୋଟିଏ ଚାରିଚକିଆ ଗାଡି ବି ଜବତ କରିଛି । ଏମାନେ କେବେଠାରୁ ବ୍ରାଉନସୁଗର କାରବାର ଚଳାଇଛନ୍ତି । ଗ୍ୟାଙ୍ଗରେ ଆଉ କେଉଁମାନେ ସଂପୃକ୍ତ ? କେଉଁଠାରୁ ଆଣୁଥିଲେ ଓ କେଉଁଆଡ଼େ ଚାଲାଉ କରୁଥିଲେ ବ୍ରାଉନସୁଗର ? ଅଧିକ ଖୋଳତାଡ କରୁଛି ପୁରୀ ପୋଲିସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!