Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକରେ ରହିଥିବା ମଧୂସୂଦନ ଆଇନ କଲେଜକୁ ମିଳିଛି ବିଶ୍ୱ ବିଦ୍ୟାଳୟ ମାନ୍ୟତା

by ସଞ୍ଜୟ ସ୍ୱାଇଁ
October 13, 2021
in State
କଟକରେ ରହିଥିବା ମଧୂସୂଦନ ଆଇନ କଲେଜକୁ ମିଳିଛି ବିଶ୍ୱ ବିଦ୍ୟାଳୟ ମାନ୍ୟତା
86
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଶାର ଆଉ ଏକ କଲେଜକୁ ମିଳିଛି ବିଶ୍ୱ ବିଦ୍ୟାଳୟ ମାନ୍ୟତା । କଟକରେ ରହିଥିବା ମଧୂସୂଦନ ଆଇନ କଲେଜକୁ ବୁଧବାର ମିଳିଛି ବିଶ୍ୱ ବିଦ୍ୟାଳୟ ମାନ୍ୟତା । ଏହି କଲେଜକୁ ବିଶ୍ୱ ବିଦ୍ୟାଳୟ ମାନ୍ୟତା ମିଳିଥିବା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ୟୁନିଭର୍ସିଟି ଗ୍ରାଣ୍ଟ କମିଶନ ବା ୟୁଜିସି ପକ୍ଷରୁ ଏହି କଲେଜକୁ ବିଶ୍ୱ ବିଦ୍ୟାଳୟ ମାନ୍ୟତା ପ୍ରଦାନ ନେଇ କେନ୍ଦ୍ରମନ୍ତ୍ରୀ ଟ୍ୱିଟ କରିଛନ୍ତି । ମାନ୍ୟତା ପ୍ରଦାନ କରାଯିବା ସହିତ ଏହାକୁ ବିଶ୍ୱବିଦ୍ୟାଳୟ ତାଲିକାଭୁକ୍ତ ମଧ୍ୟ କରାଯାଇଥିବା ଜଣାପଡିଛି । ୟୁଜିସି ନିୟମ ଅନୁଯାୟୀ ଖୁବଶୀଘ୍ର ମଧୂସୂଦନ ଆଇନ କଲେଜକୁ କେନ୍ଦ୍ରୀୟ ଅନୁଦାନ ପ୍ରଦାନ କରାଯିବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!