ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ । ଅସୁସ୍ଥ ହେବା ପରେ ଏମ୍ସରେ କରାଗଲା ଭର୍ତ୍ତି । ସୂଚନା ଅନୁସାରେ ଆଜି ସନ୍ଧ୍ୟାରେ ଜ୍ୱର ଓ ଦୁର୍ବଳତା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ଡକ୍ତରୀ ଟିମ ନଜର ରଖିଛନ୍ତି ।






