Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶୀ ମଦ ନେଇ ଯାଉଥିବା ଗାଡିକୁ ଗୋଡାଇ ଗୋଡାଇ ଧରିଲା ପୋଲିସ

by ସଞ୍ଜୟ ସ୍ୱାଇଁ
October 14, 2021
in Crime, State
ଦେଶୀ ମଦ ନେଇ ଯାଉଥିବା ଗାଡିକୁ ଗୋଡାଇ ଗୋଡାଇ ଧରିଲା ପୋଲିସ
117
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଆମ୍ବପଳାସ ଅଞ୍ଚଳରୁ କଟକ ଜିଲ୍ଲାକୁ ଚୋରା ଚାଲାଣ ହେଉଥିବା ଏକ ଦେଶୀ ମଦ ବୋଝେଇ ପିକଅପ୍ ଭ୍ୟାନକୁ ପୋଲିସ ଜବତ କରିଛି । ଏନଏଚ-୫୫ର ଗୋବିନ୍ଦପୁର ଫାଣ୍ଡି ଅଞ୍ଚଳରେ ପୋଲିସ ଏହି ମଦ ବୋଝେଇ ଗାଡିକୁ କାବୁ କରିଛି । ମଦ ନେଇ ଯାଉଥିବା ବେପାରୀ ଓ ଗାଡି ଡ୍ରାଇଭର ଖସି ପଳାଇଥିବା ଜଣାପଡିଛି । ବିଶେଷ ସୂତ୍ରରୁ ଖବର ପାଇ କାମାକ୍ଷାନଗର ପୋଲିସ କାମାକ୍ଷାନଗର ଅଞ୍ଚଳରୁ ଏକ ପିକଅପ୍ ଭ୍ୟାନ୍ ଗାଡିକୁ ପିଛା କରି ଗୋଡାଇଥିଲା । ତେବେ ଗାଡିଟି ଗୋବିନ୍ଦପୁର ଅଞ୍ଚଳର ଏକ ଢାବା ପାଖରେ ଟାୟାର ପମ୍ପଚର ହେବାରୁ ଆଉ ଯାଇ ପାରିନଥିଲା । ଫଳରେ ପୋଲିସ କାବୁ କରି ଗାଡି ସହ ଦେଶୀ ମଦ ଜବତ କରିଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!