Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶେଷରେ ଗାଁକୁ ଫେରିଲା ଦାଦନର ମୃତ ଦେହ

by ସଞ୍ଜୟ ସ୍ୱାଇଁ
October 14, 2021
in State
ଶେଷରେ ଗାଁକୁ ଫେରିଲା ଦାଦନର ମୃତ ଦେହ
42
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ଶେଷରେ ଗାଁକୁ ଫେରିଲା ଦାଦନର ମୃତ ଦେହ । କିଛି ମାସ ତଳେ କାମ ଖୋଜି ବାହାରକୁ ଯାଇଥିଲେ । ମୃତକ ଜଣକ ହେଉଛନ୍ତି କଳାହାଣ୍ଡି କାଦୋପଦରର ବନ ମାଝୀ । ହାଇଦ୍ରାବଦାକୁ ଦାଦନ ଖଟିବାକୁ ଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ପରିବାର ଲୋକଙ୍କ ଅନୁରୋଧ ଅନୁଦସାରେ ଶେଷରେ ବନଙ୍କର ମୃତ ଦେହ ତାଙ୍କର ଗାଁକୁ ଫେରିଛି । ତେବେ ଘଟଣା ନେଇ ବନଙ୍କ ବାପା ତାଙ୍କ ପୁଅକୁ ହତ୍ୟା କରାଯାଇଥିବା ଆଣିଛନ୍ତି ଅଭିଯୋଗ । ଗାଁର କିଛି ବ୍ୟକ୍ତିଙ୍କ ସହ ବନ କାମ ଖୋଜିବାକୁ ହାଇଦ୍ରାବଦ ଯାଇଥିଲେ । ସେଠାରେ ସେ ଦାଦନ ଭାବେ କାମ କରୁଥିଲେ । କୌଣସି କାରଣରୁ ସେଠାରେ ତାଙ୍କର ମୃତ୍ୟୁ ହୋଇଛି ଜଣାନଥିବା ବେଳେ ତାଙ୍କୁ ହତ୍ୟା କରାଯାଇଥିବା ବନଙ୍କ ବାପା ଅଭିଯୋଗ ଆଣିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!