Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉତ୍ତର ପ୍ରଦେଶରୁ ଆସି ଓଡ଼ିଶାରେ ଧୋକାବାଜ ସ୍ୱାମୀଙ୍କୁ ଠାବ କଲା ପ୍ରତାରିତ ପତ୍ନୀ

by ସଞ୍ଜୟ ସ୍ୱାଇଁ
October 14, 2021
in Crime, State
ଉତ୍ତର ପ୍ରଦେଶରୁ ଆସି ଓଡ଼ିଶାରେ ଧୋକାବାଜ ସ୍ୱାମୀଙ୍କୁ ଠାବ କଲା ପ୍ରତାରିତ ପତ୍ନୀ
217
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ନ୍ୟାୟ ପାଇଁ ଉତ୍ତର ପ୍ରଦେଶରୁ ଓଡ଼ିଶା ଆସି ପହଞ୍ଚିଲେ ମହିଳା। ତାଙ୍କ ସହ ପ୍ରେମ ବିବାହ ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ କରିଛନ୍ତି ମହିଳା। ଏଭଳି ଘଟଣା ସାମ୍ନାକୁ ଆସିଜି ଯାଜପୁରରୁ। ବିଂଝାରପୁର ଥାନାରେ ମହିଳାଜଣକ ନିଜ ସ୍ୱାମୀଙ୍କ ବିରୁଦ୍ଧରେ ଲିଖିତ ଅଭିଯୋଗ କରିଛନ୍ତି। ଯାଜପୁର ଜିଲ୍ଲା ମଧୁସୂଦନପୁରର ସୁଶାନ୍ତ ବାରିକ ଉତ୍ତର ପ୍ରଦେଶର ଏକ ଘରୋଇ ଡାକ୍ତରଖାନାରେ କାମ କରୁଥିଲେ। ସେହି ସମୟରେ ସେଠାରେ ଜଣେ ବିଧବା ମହିଳାଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପରେ ସେ ୧୩ ମେ ୨୦୨୧ରେ ତାଙ୍କୁ ମନ୍ଦିରରେ ବିବାହ କରିଥିଲେ। ତାଙ୍କର ୪ବର୍ଷର ଶିଶୁ ପୁତ୍ର ଅଛି। ମାତ୍ର ସୁଶାନ୍ତ ବାରିକ କିଛି ଦିନ ତଳେ ସେଠାରୁ ପଳାଇ ଆସିଥିଲେ। ପରେ ସେ ବିଂଝାରପୁର ଅଞ୍ଚଳରେ ରହୁଥିବା ଖବର ପାଇ ମହିଳା ଜଣକ ସ୍ଥାନୀୟ ଥାନାରେ ସୁଶାନ୍ତଙ୍କ ବିରୋଧରେ ମୋକଦ୍ଦମା କରିଛନ୍ତି। ଏନେଇ ତୁରନ୍ତ ତାଙ୍କୁ ନ୍ୟାୟ ପ୍ରଦାନ କରିବାକୁ ସେ ଦାବି କରିଛନ୍ତି। ସେପଟେ ପୋଲିସ ତଦନ୍ତ ଆରମ୍ଭ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!