Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସର୍ବସାଧାରଣଙ୍କ ଦର୍ଶନ ପାଇଁ ଦଶହରା ଦିନ ବନ୍ଦ ରହିବ ଶ୍ରୀମନ୍ଦିର

by ସଞ୍ଜୟ ସ୍ୱାଇଁ
October 14, 2021
in State
ସର୍ବସାଧାରଣଙ୍କ ଦର୍ଶନ ପାଇଁ ଦଶହରା ଦିନ ବନ୍ଦ ରହିବ ଶ୍ରୀମନ୍ଦିର
63
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଦଶହରା ଏବଂ କାର୍ତ୍ତିକ ପୂର୍ଣ୍ଣିମାରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଭକ୍ତ। ଏହି ଦିନ ଗୁଡ଼ିକରେ ଶ୍ରୀମନ୍ଦିର ବନ୍ଦ ରହିବ। ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଏସ୍ଓପି ଜାରି କରାଯାଇଛି। ସର୍ବସାଧାରଣଙ୍କ ଦର୍ଶନ ପାଇଁ ଦଶହରା ଦିନ ବନ୍ଦ ରହିବ ଶ୍ରୀମନ୍ଦିର। ୧୬ ତାରିଖ ଭସାଣୀରେ ଦିନ ୧୨ଟା ପରଠାରୁ ଦର୍ଶନ ବନ୍ଦ ରହିବ। କୁମାର ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିର ଖୋଲା ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିର ବନ୍ଦ ରହିବ। ଏହାସହ ଶ୍ରୀମନ୍ଦିର ପରିସରକୁ ପଲିଥିନ ନେବାକୁ ସଂପୂର୍ଣ୍ଣ ନିଷେଧ କରାଯାଇଛି। ଶ୍ରୀମନ୍ଦିରକୁ ପଲିଥିନ ନେଲେ ଶହେ ଟଙ୍କା ଜରିମାନା ଲାଗିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସଓପି ଜାରି କରାଯାଇଛି। ସୂଚନାଯୋଗ୍ୟ, କରୋନା ସଂକ୍ରମଣ ପାଇଁ ପୂଜା ପର୍ବାଣୀରେ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଗଣେଶ ପୂଜାରେ ମଧ୍ୟ ଶ୍ରୀମନ୍ଦିର ବନ୍ଦ ରହିଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!