Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱର ରାମ ମନ୍ଦିର ପଛପଟେ ଥିବା ଅଳିଆ ଗଦାରେ ପଡ଼ିଛି ମଣିଷର ଛିଣ୍ଡା ହାତ ଓ ଗୋଡ଼

by ସଞ୍ଜୟ ସ୍ୱାଇଁ
October 14, 2021
in Crime, State
ଭୁବନେଶ୍ୱର ରାମ ମନ୍ଦିର ପଛପଟେ ଥିବା ଅଳିଆ ଗଦାରେ ପଡ଼ିଛି ମଣିଷର ଛିଣ୍ଡା ହାତ ଓ ଗୋଡ଼
174
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ୱରରେ ଅଳିଆ ଗଦାରେ ପଡ଼ିଛି ମଣିଷର ଛିଣ୍ଡା ହାତ ଓ ଗୋଡ଼। ବ୍ୟସ୍ତବହୁଳ ରାମ ମନ୍ଦିର ପଛପଟେ ଥିବା ଅଳିଆ ଗଦାରେ ଏସବୁ ପଡ଼ିଛି। ଅଳିଆ ଗଦାରେ ପଡ଼ିଥିବା ହାତ ଓ ଗୋଡ଼ରେ ଷ୍ଟିଚିଂ ହୋଇଥିବା ଦେଖିବାକୁ ମିଳିଛି। ଛିଣ୍ଡା ହାତ ଓ ଗୋଡ଼ କାହାର? ଏହା ଅଳିଆ ଗଦାକୁ କେମିତି ଆସିଲା? ତାହା ଏପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅଳିଆ ଗଦାରେ ପଡ଼ିଥିବା ହାତ ଓ ଗୋଡ଼ ମହିଳା ନା ପୁରୁଷର ଜଣାପଡ଼ି ନାହିଁ। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ରାସ୍ତା ପାର୍ଶ୍ୱରେ ଥିବା ଅଳିଆଗଦାରେ ଛିଣ୍ଡା ହାତ ଓ ଗୋଡ଼ ପଡ଼ିଥିବା ସ୍ଥାନୀୟ ଲୋକେ ପ୍ରଥମେ ଦେଖିବାକୁ ପାଇଥିଲେ। ପରେ ଏନେଇ ପୁଲିସକୁ ଖବର ଦେଇଥିଲେ। କମିଶନରେଟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପଡ଼ିଥିବା ଅଙ୍ଗ ପ୍ରତ୍ୟଙ୍ଗ ଗୁଡ଼ିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପାଖରେ ଏକ ମେଡ଼ିକାଲ୍‌ ଥିବାରୁ ସେମାନେ ପକାଇ ଥାଇପାରନ୍ତି। ଦରକାର ପଡ଼ିଲେ ସେମାନଙ୍କୁ ପଚରାଉଚରା କରାଯିବ ବୋଲି ପୁଲିସ କହିବ। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଛିଣ୍ଡା ହାତ ଓ ଗୋଡ଼ ବହୁ ପୁରୁଣା। ଏହାକୁ ବହୁଦିନ ଧରି ସଂରକ୍ଷଣ କରି ରଖାଯାଇଥିଲା। ଏବେ ଏହାକୁ ଫିଙ୍ଗି ଦିଆଯାଇଛି। କିନ୍ତୁ ଏଠାରେ ଫିଙ୍ଗିବା ଠିକ୍‌ ହୋଇନାହିଁ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!