Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୨୧ ତାରିଖରୁ ଖୋଲିବ ଏକାଦଶ ଓ ୨୫ରୁ ଖୋଲିବ ଅଷ୍ଟମ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି

by ସଞ୍ଜୟ ସ୍ୱାଇଁ
October 15, 2021
in Education, State
ଆସନ୍ତା ୨୧ ତାରିଖରୁ ଖୋଲିବ ଏକାଦଶ ଓ ୨୫ରୁ ଖୋଲିବ ଅଷ୍ଟମ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି
166
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ୨୧ ତାରିଖରୁ ଖୋଲିବ ଏକାଦଶ ତଥା ଯୁକ୍ତ୨ ପ୍ରଥମ ବର୍ଷ କ୍ଲାସ ଆରମ୍ଭ ହେବ ହେବ । ସେହିପରି ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ। ଏନେଇ ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି। ଅଷ୍ଟମ ଓ ଏକାଦଶ ଶ୍ରେଣୀର ପାଠପଢା ଅଫ୍‌ଲାଇନ୍ ମୋଡ୍‌ରେ କରାଯିବ। ପିଲାମାନେ ସ୍କୁଲକୁ ଯାଇ ପାଠ ପଢ଼ିବେ ବୋଲି ବିଭାଗ ସୂଚନା ଦେଇଛି। ସେହିପରି ସବୁ ଜିଲ୍ଲାର ଡିଇଓଙ୍କ ସହ ଆସନ୍ତାକାଲି ବୈଠକ ହେବ। ଭର୍ଚୁଆଲ ମୋଡରେ ଏହି ବୈଠକ ହେବ। ଏଥିରେ କ୍ଲାସ ରୁମ୍‌ର ପରିଚାଳନା ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ। ଏଥିସହ କିଭଳି ଗାଇଡଲାଇନ୍‌ ମାନି ପିଲାଙ୍କ ପାଠପଢ଼ା ହେବ ସେ ନେଇ ମଧ୍ୟ ଯୋଜନା ହେବ। ବର୍ତ୍ତମାନ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ଲାଗି ଅଫଲାଇନ ପାଠପଢ଼ା ଜାରି ରହିଛି। ତେବେ ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏଁ ସ୍କୁଲ କେବେ ଖୋଲିବ ସେନେଇ ନିଷ୍ପତ୍ତି ନିଆଯାଇନଥିବା ମନ୍ତ୍ରୀ କହିଛନ୍ତି। ଅଷ୍ଟମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ବିଦ୍ୟାଳୟକୁ ଯାଇ ଅଫ୍ ଲାଇନରେ କ୍ଲାସ୍ କରିବେ। ପୂର୍ବରୁ ନିର୍ଦ୍ଧାରିତ ଏସ୍‌ଓପି ଅନୁଯାୟୀ ହିଁ ପାଠପଢ଼ା ହେବ ବୋଲି ଗଣଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି। ପୂର୍ବରୁ ନବମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ୍ ଚାଲିଥିଲା। ଉଭୟ କ୍ଲାସର ଛାତ୍ରଛାତ୍ରୀ ଅଫ୍ଲାଇନ୍‌ରେ ପାଠ ପଢୁଛନ୍ତି। ତେବେ ଦଶହରା ଛୁଟି ପରେ ୨୫ ତାରିଖରୁ ଅଷ୍ଟମ ଏବଂ ୨୧ ତାରିଖରୁ ଏକାଦଶ ପିଲାଙ୍କ ପାଠପଢ଼ା ଅଫଲାଇନ୍ ମୋଡ୍‌ରେ ହେବ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!