Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଷ୍ଟିଲ ସିଟିରେ ପୁଣି ବିଭତ୍ସ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
October 15, 2021
in Crime, State
ଷ୍ଟିଲ ସିଟିରେ ପୁଣି ବିଭତ୍ସ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା
35
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଷ୍ଟିଲ ସିଟିରେ ପୁଣି ବିଭତ୍ସ ହତ୍ୟାକାଣ୍ଡ। ପଥରରେ ଛେଚି ଯୁବକଙ୍କୁ ହତ୍ୟା। ପ୍ଲାଣ୍ଟ ସାଇଡ ଥାନା ଟିମ୍ବର କଲୋନୀରେ ଘଟିଛି ଏଭଳି ନୃଶଂସ ହତ୍ୟାକାଣ୍ଡ। ମୃତକ ଯୁବକ ଜଣଙ୍କ ହେଉଛନ୍ତି ଗୋଲା ଘୋଷ। ଗୋଲା ଜଣେ ଦିନ ମଜୁରିଆ ଭାବେ କାମ କରୁଥିଲେ। ତେବେ ଏହି ଘଟଣାରେ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି ପୋଲିସ। ପ୍ରକାଶ ଥାଉକି, ରାଉରକେଲା ସେକ୍ଟର-୫ରେ ଯୁବକଙ୍କ ଗଳା କାଟି ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା । ସେକ୍ଟର-୫ ସ୍ଥିତ ଦୀପିକା ଇଂଲିଶ ମିଡିୟମ୍ ସ୍କୁଲ ପାଚେରୀ କଡ଼ରୁ ଉଦ୍ଧାର ହୋଇଥିଲା ମୃତଦେହ । ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ କ’ଣ ପାଇଁ ଯୁବକଙ୍କୁ ହତ୍ୟା କରାଯାଇଛି ସେନେଇ କିଛି ସ୍ପଷ୍ଟ ହୋଇନି । ପୋଲିସର ତଦନ୍ତ ପରେ ସତ ସାମ୍ନାକୁ ଆସିବ ବୋଲି ଅନୁମାନ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!