Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ ଏନକାଉଣ୍ଟରରେ ଜଗତସିଂହପୁର ବାଲିକୁଦା ଅଞ୍ଚଳର ଦୁର୍ଦ୍ଦାନ୍ତ ଅପରାଧୀ ରାକା ଗୁରୁତର

by ସଞ୍ଜୟ ସ୍ୱାଇଁ
October 16, 2021
in Crime, State
ପୋଲିସ ଏନକାଉଣ୍ଟରରେ ଜଗତସିଂହପୁର ବାଲିକୁଦା ଅଞ୍ଚଳର ଦୁର୍ଦ୍ଦାନ୍ତ ଅପରାଧୀ ରାକା  ଗୁରୁତର
127
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକରେ କମିଶନରେଟ ପୋଲିସର ଏନ୍‌କାଉଣ୍ଟର। ପୋଲିସ ଏନକାଉଣ୍ଟରରେ ଜଗତସିଂହପୁର ବାଲିକୁଦା ଅଞ୍ଚଳର ଦୁର୍ଦ୍ଦାନ୍ତ ଅପରାଧୀ ରାକା ଓରଫ ରାକେଶ ଦାସ ଗୁରୁତର ହୋଇଛନ୍ତି । ତାର ଗୋଡରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ରାକାକୁ SCB ମେଡିକାଲରେ ଭର୍ତ୍ତି କରାଯାଇଛି । ରାକା ନିକଟରୁ ଗୋଟିଏ ବନ୍ଧୁକ, ୩ ରାଉଣ୍ଡ ଗୁଳି ସହ ଗୋଟିଏ ଜବତ ହୋଇଛି। ଆଜି ସକାଳ ୬.୩୦ ରାକା କଟକରୁ ଜଗତସିଂହପୁର ଫେରୁଥିବା ବେଳେ ପୋଲିସ ଖବର ପାଇ ଚଢାଉ କରିଥିଲା । କାଠଯୋଡି ବ୍ରିଜ ୪୨ ମୌଜା ନିକଟରେ ପରମହଂସ-ଆଠଗଡ ନଦୀବନ୍ଧ ନିକଟରେ ରାକାକୁ କାବୁ କରିବାକୁ ଉଦ୍ୟମ ବେଳେ ରାକା ପ୍ରଥମେ ପୋଲିସ ଉପରକୁ ଗୁଳିମାଡ କରିଥିଲା । ଯାହାର ପାଲଟା ଜବାବରେ ପୋଲିସ୍‌ ରାକା ଉପରକୁ ଗୁଳି ଚାଳନା କରିଥିଲା। ଏଥିରେ ରାଜା ଗୋଡରେ ଗୁଳି ବାଜିଥିଲା। ସେପଟେ ରାକାକୁ କାବୁ ବେଳେ କନ୍ଦରପୁର ଥାନା ଆଇଆଇସି ଏବଂ ଏସ୍‌ ଆଇ ଆହତ ହୋଇଛନ୍ତି । ରାକା ନାଁରେ ବିଭିନ୍ନ ଥାନାରେ ଏକାଧିକ ଅପରାଧିକ ମାମଲା ରହିଛି। ଏନେଇ ପୋଲିସ୍‌ ଛାନ୍‌ଭିନ୍‌ ଜାରି ରଖିଛି। ପୋଲିସର ସୂଚନା ଅନୁସାରେ ଗତ ସେପ୍ଟେମ୍ବର ମାସ ୯ ତାରିଖରେ ଜଗତସିଂହପୁରର ବ୍ୟବସାୟୀ କ୍ଷୀରୋଦ ସାହୁଙ୍କୁ ଗୁଳିମାଡ କରି ଲୁଟ୍ ହୋଇଥିଲା । ଯେଉଁଥିରେ ସାମିଲ ଥିଲା ରାକା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!