Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବୀନଙ୍କୁ ଶୁଭ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

by ସଞ୍ଜୟ ସ୍ୱାଇଁ
October 16, 2021
in State
ନବୀନଙ୍କୁ ଶୁଭ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
92
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ୭୬ ବର୍ଷରେ ପାଦ ଥାପିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଗଣଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ମାନ୍ୟଗଣ୍ୟ ନେତା ମନ୍ତ୍ରୀ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଟ୍ଵିଟ୍‌ରେ ଲେଖିଛନ୍ତି ଯେ, ନବୀନଙ୍କୁ ଶୁଭ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା । ଏହାସହ ମୋଦୀ ନବୀନଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ଵିଟ୍ କରି ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଧର୍ମେନ୍ଦ୍ର ତାଙ୍କ ଟ୍ଵିଟ୍‌ରେ ଲେଖିଛନ୍ତି ଯେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଜୀଙ୍କୁ ଜନ୍ମ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି । ୧୯୪୬ରେ ଜନ୍ମିତ ନବୀନ ଆଜି ୭୬ ବର୍ଷରେ ପାଦ ଦେଇଛନ୍ତି । ତେବେ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । ପୂର୍ବରୁ ନବୀନଙ୍କ ଜନ୍ମଦିନକୁ ବିଜେଡି କର୍ମୀ ମାନେ ବେଶ ଧୂମଧାମରେ ପାଳନ କରୁଥିଲେ । ନବୀନ ନିବାସରେ ହଜାର ହଜାର ସମର୍ଥକଙ୍କ ଭିଡ ଜମୁଥିଲା । କିନ୍ତୁ ଗତ କିଛି ବର୍ଷ ହେବ ଜନ୍ମଦିନ ପାଳନରୁ ଦୂରେଇ ରହିଛନ୍ତି ନବୀନ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!