Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନଭେମ୍ବର ୨ ତାରିଖରୁ ଭୁବନେଶ୍ୱରରୁ ସିଧାସଳଖ ଜୟପୁର ଗୋଲାପି ସହରକୁ ଉଡ଼ିବ ବିମାନ

by ସଞ୍ଜୟ ସ୍ୱାଇଁ
October 16, 2021
in State
ନଭେମ୍ବର ୨ ତାରିଖରୁ ଭୁବନେଶ୍ୱରରୁ ସିଧାସଳଖ ଜୟପୁର ଗୋଲାପି ସହରକୁ ଉଡ଼ିବ ବିମାନ
247
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱରରୁ ସିଧା ଜୟପୁରରୁ ଉଡ଼ିବ ବିମାନ । ମନ୍ଦିର ମାଳିନୀ ସହରରୁ ନଭେମ୍ବର ୨ ତାରିଖରୁ ସିଧାସଳଖ ଗୋଲାପି ସହରକୁ ବିମାନ ସେବା ଆରମ୍ଭ ହେବ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିଚ୍ୟ ସିନ୍ଧିଆଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନଭେମ୍ବର ୨ ତାରିଖରୁ ଇଣ୍ଡିଗୋ ପକ୍ଷରୁ ଭୁବନେଶ୍ୱର-ଜୟପୁର ମଧ୍ୟରେ ଆରମ୍ଭ ହେବ ବିମାନ ସେବା । ସପ୍ତାହରେ ୩ ଥର ବିମାନ ଚଳାଚଳ କରିବ । ଏହାଦ୍ୱାରା ଭୁବନେଶ୍ୱର-ଜୟପୁର ମଧ୍ୟରେ ଯାତ୍ରୀଙ୍କୁ ସୁବିଧା ମିଳିବ । ଏଥିସହ ଉଭୟ ରାଜ୍ୟର ଅର୍ଥନୀତିକୁ ମଜଭୁତ କରିବ ବୋଲି ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଛନ୍ତି । ଉଭୟ ରାଜ୍ୟରେ ଅନେକ ମନ୍ଦିର ଓ ପର୍ୟ୍ୟଟନ ସ୍ଥାନ ରହିଛି । ଶ୍ରଦ୍ଧାଳୁ ଓ ପର୍ୟ୍ୟଟକଙ୍କ ବୃହତ ସ୍ୱାର୍ଥକୁ ଦୃଷ୍ଟିରେ ରଖି ବିମାନ ଚଳାଚଳ ଉପରେ ପଦକ୍ଷେପ ନେବାକୁ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏବେ ବିମାନ ଚଳାଚଳ ପାଇଁ ଅନୁମତି ଦେଇଥିବାରୁ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!