Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୬ ତମ ଜନ୍ମ ବାର୍ଷିକ ଉପଲକ୍ଷେ ବିଜେଡି ପକ୍ଷରୁ ରକ୍ତଦାନ ଶିବିର

by ସଞ୍ଜୟ ସ୍ୱାଇଁ
October 16, 2021
in State
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୬ ତମ ଜନ୍ମ ବାର୍ଷିକ ଉପଲକ୍ଷେ ବିଜେଡି ପକ୍ଷରୁ ରକ୍ତଦାନ ଶିବିର
53
VIEWS
Share on FacebookShare on Twitter

କଣ୍ଟାବାଞ୍ଜି, (ବାଘୁଆବାର୍ତ୍ତା): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୬ ତମ ଜନ୍ମ ବାର୍ଷିକ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ମୁରିବାହାଲ ବ୍ଲକ ଠାରେ ବିଜେଡି ପକ୍ଷରୁ ରକ୍ତଦାନ କାର୍ୟ୍ୟକ୍ରମ କରାଯାଇଛି । ସ୍ଥାନୀୟ ଫରେଷ୍ଟ ଡାକ ବଙ୍ଗଳା ପରିସରରେ ଓଡିଶା ମୋ ପରିବାର ତରଫରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୁବ ବିଜେଡି, ଛାତ୍ର ବିଜେଡି ମହିଳା ବିଜେଡି ସମେତ ବହୁ କର୍ମକର୍ତ୍ତା ସହ ଜିଲ୍ଲା ବିଜେଡି ସାଧାରଣ ସଂପାଦକ ଫିରୋଜ ଖା ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!