Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ମହିଳା ହୋମ୍‌ ଗାର୍ଡ଼ଙ୍କ ବେକରୁ ସୁନା ଚେନ୍‌ ଝାମ୍ପି ନେଲେ ଲୁଟେରା

by ସଞ୍ଜୟ ସ୍ୱାଇଁ
October 16, 2021
in Crime, State
ଜଣେ ମହିଳା ହୋମ୍‌ ଗାର୍ଡ଼ଙ୍କ ବେକରୁ ସୁନା ଚେନ୍‌ ଝାମ୍ପି ନେଲେ ଲୁଟେରା
333
VIEWS
Share on FacebookShare on Twitter

ନୀଳଗିରି, (ବାଘୁଆବାର୍ତ୍ତା): କାହାକୁ ଛାଡ଼ିଲେ ନାହିଁ ଲୁଟେରା। ପୁଲିସ୍‌କୁ ଖୋଲା ଚ୍ୟାଲେଞ୍ଜ ଦେଇ ବିଭାଗର ଜଣେ ମହିଳା ହୋମ୍‌ ଗାର୍ଡ଼ଙ୍କ ବେକରୁ ସୁନା ଚେନ୍‌ ଝାମ୍ପି ନେଲେ। ଏପରି ଘଟଣା ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅଞ୍ଚଳରେ ଘଟିଛି। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଗତକାଲି ଥିଲା ବିଜୟା ଦଶମୀ। ନୀଳଗିରି ଥାନାରେ ଡ୍ୟୁଟି ସାରି ଘରକୁ ଫେରୁଥିଲେ ହୋମ୍‌ଗାର୍ଡ ଦୁର୍ଗା ବାରିକ। ସେ ସାଇକେଲ୍‌ରେ ନିଜ ଗାଁ ମଲ୍ୟାଣୀକୁ ଫେରିଥିଲେ। ଗାଁ ପାଖରେ ଦୁଇ ଜଣ ଯୁବକ ଏକ ଆପାଚି ବାଇକ୍‌ରେ ଦ୍ରୁତ ଗତିରେ ଆସି ଦୁର୍ଗାଙ୍କ ବେକରୁ ସୁନା ଚେନ୍‌ ଝାମ୍ପି ନେଇଥିଲେ। ଦୁର୍ଗା ଏନେଇ ନୀଳଗିରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ଏପର୍ୟ୍ୟନ୍ତ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇନାହିଁ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!