Monday, July 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚଣ୍ଡିଖୋଲ ପ୍ରୟାସ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଅବଦୁଲ କଲାମଙ୍କ ୯୦ ତମ ଜୟନ୍ତୀ ଉତ୍ସବ ପାଳିତ

by ସଞ୍ଜୟ ସ୍ୱାଇଁ
October 16, 2021
in State
ଚଣ୍ଡିଖୋଲ ପ୍ରୟାସ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଅବଦୁଲ କଲାମଙ୍କ ୯୦ ତମ ଜୟନ୍ତୀ ଉତ୍ସବ ପାଳିତ
54
VIEWS
Share on FacebookShare on Twitter

ଚଣ୍ଡିଖୋଲ (ବାଘୁଆବାର୍ତ୍ତା): ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ବୈଜ୍ଞାନିକ ଡଃ ଏ. ପି. ଜେ. ଅବଦୁଲ କଲାମଙ୍କ ୯୦ ତମ ଜୟନ୍ତୀ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ଯାଜପୁର ଜିଲ୍ଲା ଚଣ୍ଡିଖୋଲ ପ୍ରୟାସ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଚଣ୍ଡିଖୋଲ ଠାରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଦର୍ପଣ ତହସିଲଦାର, ଭୁଶୁଣ୍ଡପୁର ସରପଞ୍ଚ ଯୋଗ ଦେଇଥିଲେ। ଶୁକ୍ରବାର ଅବଦୁଲ କଲାମଙ୍କ ଜୟନ୍ତୀ ଅବସରରେ ସାରା ଦେଶ ଅବଦୁଲ କଲାମଙ୍କୁ ମନେ ପକାଇଛି। ଅବଦୁଲ କଲାମ ଗରିବ ପରିବାରରେ ଜନ୍ମ ହୋଇ ଥିଲେ ସୁଦ୍ଧା ଦେଶର ଅନ୍ୟତମ ଲୋକପ୍ରିୟ ରାଷ୍ଟ୍ରପତି ହୋଇଥିଲେ। କଲାମଙ୍କ ସ୍ୱତନ୍ତ୍ର ପରିଚୟ ହେଲା ସେ ମିସାଇଲ ମ୍ୟାନ ଭାବେ ଜଣାଶୁଣା। ତାଙ୍କର ଚଣ୍ଡିଖୋଲ ପାଇଁ ବେଶ ଅବଦାନ ରହିଛି। ଆଗାମୀ ଯୁବ ପିଢ଼ି କଲାମଙ୍କ ନୀତି ଆଦର୍ଶ ରେ ଅନୁପ୍ରାଣିତ ହେବା ପାଇଁ ଅତିଥି ମାନେ ମତବ୍ୟକ୍ତ କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!