Monday, July 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ତଫସିଲଭୁକ୍ତ ଜନଜାତିଙ୍କ ସଂରକ୍ଷଣ ନେଇ ଦାବି

by ସଞ୍ଜୟ ସ୍ୱାଇଁ
October 17, 2021
in State
ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ  ତଫସିଲଭୁକ୍ତ ଜନଜାତିଙ୍କ ସଂରକ୍ଷଣ ନେଇ ଦାବି
133
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ସରକାରଙ୍କ ଘୋଷଣାକୁ କାର୍ୟ୍ୟକାରୀ କରିବାକୁ ଦାବି କରାଯାଇଛି। ଯାଜପୁର ଜିଲ୍ଲା କୋରେଇ ବ୍ଲକ ଜହ୍ନା ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ତଫସିଲଭୁକ୍ତ ଜନଜାତିଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ମାତ୍ର କେତେକ ବ୍ୟକ୍ତି ଏହାକୁ ବିରୋଧ କରି ଏହାକୁ ସାଧାରଣ ବର୍ଗଙ୍କ ପାଇଁ ସ୍ଥାନ ସଂରକ୍ଷଣ କରିବା ପାଇଁ ଉଦ୍ୟମ କରୁଛନ୍ତି। ଯାହାକୁ ବିରୋଧ କରି ଗ୍ରାମବାସୀ ଯାଜପୁର ଜିଲ୍ଲା ପ୍ରଶାସନର ଦ୍ୱାରସ୍ଥ ହୋଇ ସରକାରଙ୍କ ପକ୍ଷରୁ ଘୋଷଣାକୁ କାର୍ୟ୍ୟକାରୀ କରିବାକୁ ଦାବି କରିଛନ୍ତି। ଏହି ନିଷ୍ପତିର ପରିବର୍ତ୍ତନ ହେଲେ ତପଂସିଲଭୁକ୍ତ ଉପଜାତିର ଲୋକେ ନିର୍ବାଚିତ ହେବାରୁ ବଞ୍ଚିତ ହେବେ ବୋଲି ଅଭିଯୋଗ କରିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!