Tuesday, July 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ବାହାରକୁ ଚାଲାଣ ହେବାକୁ ଥିବା ୩୯ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି କଣ୍ଟାବାଞ୍ଜି ପୋଲିସ

by ସଞ୍ଜୟ ସ୍ୱାଇଁ
October 18, 2021
in State
ରାଜ୍ୟ ବାହାରକୁ ଚାଲାଣ ହେବାକୁ ଥିବା ୩୯ଜଣ  ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି କଣ୍ଟାବାଞ୍ଜି ପୋଲିସ
42
VIEWS
Share on FacebookShare on Twitter

କଣ୍ଟାବାଞ୍ଜି, (ବାଘୁଆବାର୍ତ୍ତା): କଣ୍ଟାବାଞ୍ଜି ପୋଲିସ ରାତି ସମୟରେ ପେଟ୍ରୋଲିଂ କରୁଥିବା ସମୟରେ ରାଜ୍ୟ ବାହାରକୁ ଚାଲାଣ ହେବାକୁ ଥିବା ୩୯ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି । ଦାଦନ ଶ୍ରମିକ ମଧ୍ୟରେ ୨୪ ଜଣ ପୁରୁଷ, ୧୫ ମହିଲା ଓ ୩ ଶିଶୁ ଅଛନ୍ତି । ଉଦ୍ଧାର ଶ୍ରମିକ ମାନେ ଖପ୍ରାଖୋଲ ଥାନା ବାହାବଲ, ବାଞ୍ଜିପାଲି, ଟେମ୍ବରିପାଳ , ଗମ୍ଭାରିମାଲ ଗାଁର ବୋଲି ଜଣାଯାଇଛି । ଦାଦନ ଶ୍ରମିକ ମାନେ ୩ ଟି ବୋଲେରୋ ଗାଡିରେ କଣ୍ଟାବାଞ୍ଜି ରେଳ ଷ୍ଟେସନ ଯାଉଥିବା ବେଳେ ପୋଲିସ ଚଟୁଅନକା ଛକ ଠାରେ ସଂଦେହରେ ଗାଡିକୁ ଅଟକାଇଥିଲା । ଗାଡିରେ ଶ୍ରମିକ ମାନେ ଥିବା ବେଳେ ତଦନ୍ତ ପାଇଁ ସମସ୍ତଙ୍କୁ ଥାନାକୁ ଅଣାଯାଇଥିଲା । ଶ୍ରମିକ ମାନେ କୋରବା-ବିଶାଖାପାଟଣା ଲିଙ୍କ ଏକ୍ସପ୍ରେସ ଟ୍ରେନ ଯୋଗେ ବିଜୟନଗରମ୍ ଦାଦାନ ଖଟିବାକୁ ଯାଉଥିଲେ ବୋଲି ଜଣାଯାଇଛି । ତେବେ ପୋଲିସ ଖପ୍ରାଖୋଲ ଥାନା ସର୍ଗିମୁଣ୍ଡା ଗାଁର ଦାଦନ ସର୍ଦାର କାର୍ତିକ ବାଗଙ୍କୁ ଗିରଫ କରିବାରେ ସଫଳ ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!