Wednesday, July 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସବୁ ରାଜ୍ୟର ପୋଲିସ ମୁଖ୍ୟଙ୍କ ସହ ବୈଠକ ଡାକିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

by ସଞ୍ଜୟ ସ୍ୱାଇଁ
October 18, 2021
in NATIONAL NEWS, State
ସବୁ ରାଜ୍ୟର ପୋଲିସ ମୁଖ୍ୟଙ୍କ ସହ ବୈଠକ ଡାକିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
45
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ସବୁ ରାଜ୍ୟର ପୋଲିସ ମୁଖ୍ୟଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବୈଠକ । ସୁରକ୍ଷା ପ୍ରସଙ୍ଗରେ ଆଲୋଚନା କରିବେ ଗୃହମନ୍ତ୍ରୀ ଅମିତ ଶାହ । ବୈଠକରେ ସବୁ ରାଜ୍ୟର ପୋଲିସ ଡିଜି ଉପସ୍ଥିତ ରହିବେ । ସୁରକ୍ଷା ଓ ସମନ୍ୱୟ ଦିଗରେ ଆଲୋଚନା କରାଯିବ ବୋଲି ସୂଚନା ମିଳିଛି । ଏହି ବୈଠକ ଅପରାହ୍ଣ ୨ଟାରୁ ଆରମ୍ଭ ହୋଇ ରାତି ୧୦ଟା ଯାଏ ଚାଲିବ । ଗତ ମାସରେ ୧୦ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ବୈଠକ ଡାକିଥିଲେ କେନ୍ଦ୍ର ଗୃହ ମନ୍ତ୍ରୀ । ନକ୍ସଲ ଅଧ୍ୟୁଷିତ ୧୦ ରାଜ୍ୟର ସହ ମାଓ ମୁକାବିଲା ଓ ନକ୍ସଲ ଦମନ ରଣନୀତି ଉପରେ ଆଲୋଚନା ହୋଇଥିଲା । ବିଭିନ୍ନ ରାଜ୍ୟ ସେମାନଙ୍କର ମତାମତ ଦେଇଥିଲେ । ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ମହାରାଷ୍ଟ୍ର, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ତେଲେଙ୍ଗାନା, ବିହାର ମୁଖ୍ୟମନ୍ତ୍ରୀ ସାମିଲ ଥିଲେ । ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଓ କେରଳର ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!