Thursday, July 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ୍‌ କବ୍‌ଜାରେ ମୋବାଇଲ ଲୁଟେରା, ୬୦ ମୋବାଇଲ୍‌ ଜବତ ସହ ୩ ଜଣ ଗିରଫ

by ସଞ୍ଜୟ ସ୍ୱାଇଁ
October 19, 2021
in Crime, State
ପୋଲିସ୍‌ କବ୍‌ଜାରେ ମୋବାଇଲ ଲୁଟେରା, ୬୦ ମୋବାଇଲ୍‌ ଜବତ ସହ ୩ ଜଣ ଗିରଫ
79
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୋଲିସ୍‌ କବ୍‌ଜାରେ ମୋବାଇଲ ଲୁଟେରା । ଖଣ୍ଡଗିରି ଅଞ୍ଚଳରୁ ୩ ଜଣ ଲୁଟେରାକୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ ୬୦ଟି ମୋବାଇଲ୍‌ ଜବତ ହୋଇଛି । ଗିରଫ ଅଭିଯୁକ୍ତମାନେ ଖଣ୍ଡଗିରି, ଭରତପୁର ଓ ଡୁମୁଡୁମା ଅଞ୍ଚଳର ବୋଲି ଜଣାପଡିଛି । ଖବର ଅନୁଯାୟୀ, ଭୁବନେଶ୍ୱର ବାଣୀବିହାର ଓଭରବ୍ରିଜ, ଭରତପୁର, ଖୋର୍ଦ୍ଧା ବାଇପାସ୍‌ ନିକଟରେ ଲୋକଙ୍କୁ ଟାର୍ଗେଟ କରି ଏମାନେ ଲୁଟୁଥିଲେ । ଲୋକମାନଙ୍କ ଠାରୁ ମୋବାଇଲ୍‌ ଲୁଟି ନେଉଥିଲେ ଏହି ଲୁଟେରା । ତେବେ ପୋଲିସ ନିକଟରେ ଏନେଇ ବାରମ୍ବାର ଅଭିଯୋଗ ଆସିଥିଲା । ଅଭିଯୋଗ ପରେ ପୋଲିସ ସଜାଗ ହୋଇଯାଇଥିଲା । ବିଭିନ୍ନ ସ୍ଥାନରେ ଚଢାଉ ମଧ୍ୟ ଜାରି ରଖୁଥିଲା । ଏହି ପ୍ରରିପେକ୍ଷୀରେ ଖଣ୍ଡଗିରି ଥାନା ଅଞ୍ଚଳରୁ ୩ଜଣ ମୋବାଇଲ୍‌ ଲୁଟେରାଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ଠାରୁ ୬୦ଟି ବିଭିନ୍ନ ବ୍ରାଣ୍ଡର ମୋବାଇଲ୍‌ ଜବତ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!