Thursday, July 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦ ଯାତ୍ରୀଙ୍କୁ ନେଇ ଯାଉଥିବା ଭ୍ୟାନ୍‌ଟି ଘାଟିରେ ଭାରସାମ୍ୟ ହରାଇ ୧୫ ଫୁଟ ତଳକୁ ଖସି ପଡ଼ିଥିଲା

by ସଞ୍ଜୟ ସ୍ୱାଇଁ
October 19, 2021
in Accident, State
୨୦ ଯାତ୍ରୀଙ୍କୁ ନେଇ ଯାଉଥିବା ଭ୍ୟାନ୍‌ଟି ଘାଟିରେ ଭାରସାମ୍ୟ ହରାଇ ୧୫ ଫୁଟ ତଳକୁ ଖସି ପଡ଼ିଥିଲା
102
VIEWS
Share on FacebookShare on Twitter

ମୋହନା, (ବାଘୁଆବାର୍ତ୍ତା): ଗଜପତି ଜିଲ୍ଲା ଆର.ଉଦୟଗିରି ଗୁଆର ଗାଁ ନିକଟ ଏକ ଘାଟିରେ ଆଜି ଏକ ଭ୍ୟାନ୍‌ ଓଲଟି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ୮ ଜଣଙ୍କ ମଧ୍ୟରୁ ୨ ଜଣ ଶିଶୁ ଥିବା ସୂଚନା ମିଳିଛି। ସମସ୍ତ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମୃତକ ହେଲେ ନୂଆଗଡ଼ ବ୍ଲକ ରେବିଡ଼ି ଗାଁର ତିରିସମଣି ରଉତ । ୨୦ ଯାତ୍ରୀଙ୍କୁ ନେଇ ରେବିଡ଼ିରୁ ନୂଆଗଡ଼ ଅଭିମୁଖେ ଆଜି ଭ୍ୟାନ୍‌ଟି ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଭ୍ୟାନ୍‌ଟି ଘାଟିରେ ଭାରସାମ୍ୟ ହରାଇ ୧୫ ଫୁଟ ତଳକୁ ଖସି ପଡ଼ିଥିଲା। ସ୍ଥାନୀୟ ଲୋକଙ୍କ ସମେତ ପୁଲିସ୍‌ ପହଞ୍ଚି ଉଦ୍ଧାର କାର୍ୟ୍ୟକୁ ତ୍ୱରାନ୍ୱିତ କରିଥିଲା। ଏହାପରେ ସମସ୍ତ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ଆର. ଉଦୟଗିରି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!