Thursday, July 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନେକ ଦିନ ଧରି ବସ୍‌ରେ ଯାଉଥିବା ଯାତ୍ରୀଙ୍କୁ ନିଶା ଦେଇ କରୁଥିଲା ଲୁଟ୍‌, ପଡିଲା ପୋଲିସ ହାବୁଡ଼ରେ

by ସଞ୍ଜୟ ସ୍ୱାଇଁ
October 19, 2021
in Crime, State
ଅନେକ ଦିନ ଧରି ବସ୍‌ରେ  ଯାଉଥିବା ଯାତ୍ରୀଙ୍କୁ ନିଶା ଦେଇ କରୁଥିଲା ଲୁଟ୍‌, ପଡିଲା ପୋଲିସ ହାବୁଡ଼ରେ
169
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ଅନେକ ଦିନ ଧରି ଚାଲିଥିଲା ଲୁଟ୍‌ । ପର୍ଦ୍ଦାଫାଶ କଲା ପୋଲିସ । ବସ୍‌ରେ ଯାଉଥିବା ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍‌ ଉଦ୍ୟମ ବେଳେ ଜଣଙ୍କୁ ଗିରଫ କଲା ପୋଲିସ । ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ । ଖବର ଅନୁଯାୟୀ, କନ୍ଧମାଳ ଅଞ୍ଚଳର ଜଣେ ଯୁବକ ମିଲନ ପ୍ରଧାନ ବସ୍‌ ଯୋଗ ଚଣ୍ଡିଖୋଲ ଅଭିମୁଖେ ଆସୁଥିଲେ । ବସ୍‌ରେ ୨ଜଣ ଦୁର୍ବୃତ୍ତ ଏହି ଯୁବକଙ୍କ ବିସ୍କୁଟରେ ନିଶା ଦେଇ ଲୁଟ୍‌ କରିଥିଲେ । ଏହାପରେ ଯୁବକଙ୍କ ନିଶା ଶକ୍ତ ଅବସ୍ଥାରେ ବସ୍‌ରୁ ଉଦ୍ଧାର କରାଯାଇଥିଲା । ଖବର ସଂପର୍କରେ ଜାଣି ଚଣ୍ଡିଖୋଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଥିଲେ । ଏହି ଚୋରି ଘଟଣାରେ ଜଣଙ୍କୁ ଗିରଫ କରିଛି ପୋଲିସ । ସେହିପରି ଗିରଫ ଯୁବକ ଜଣଙ୍କ କୁଜଙ୍ଗ ଅଞ୍ଚଳର ଶଶୀଭୂଷଣ ପଣ୍ଡା ବୋଲି ଜଣାପଡିଛି । ତେବେ ପୋଲିସ ତଦନ୍ତରୁ ଅନେକ ତଥ୍ୟ ସାମ୍ନାକୁ ଆସିଛି । ଯୁବକ ଜଣଙ୍କ ଅନେକ ସମୟରେ ଟ୍ରେନ୍‌ ଓ ବସ୍‌ ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍‌ କରୁଥିଲେ । ଏହି ଚୋରି ଘଟଣାରେ ଆଉ କାହାର ସଂପୃକ୍ତି ଅଛି । ସେନେଇ ଚଣ୍ଡିଖୋଲ ପୋଲିସ ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!