Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ମଦ ବିରୋଧୀ ଆନ୍ଦୋଳନର ଡ଼ାକରା ଦେଇଥିଲେ

by ସଞ୍ଜୟ ସ୍ୱାଇଁ
October 20, 2021
in State
ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ  ମଦ ବିରୋଧୀ ଆନ୍ଦୋଳନର ଡ଼ାକରା ଦେଇଥିଲେ
57
VIEWS
Share on FacebookShare on Twitter

ନୂଆପଡ଼ା, (ବାଘୁଆବାର୍ତ୍ତା): ତେଜୁଛି ମଦବିରୋଧୀ ଆନ୍ଦୋଳନ। ନୂଆପଡ଼ା ଜିଲ୍ଲା ଘରଧରା ଗ୍ରାମରେ ମଦ ବିକ୍ରି ବନ୍ଦ ଦାବିରେ ଆନ୍ଦୋଳନ କରାଯାଇଛି। ଗାଁର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ନିଜ ଗାଁଠାରୁ ଭାଟି ପର୍ୟ୍ୟନ୍ତ ମଦ ବିରୋଧୀ ଆନ୍ଦୋଳନର ଡ଼ାକରା ଦେଇଥିଲେ। ଗାଁର ଯୁବକମାନେ ମଦ ପିଇ ପଥଭ୍ରଷ୍ଟ ହେଉଛନ୍ତି। ଯାହାଦ୍ୱାରା ସବୁବେଳେ ପରିବାର ମଧ୍ୟରେ ଅଶାନ୍ତି ଲାଗି ରହିଛି। ଏଥିପାଇଁ ଗ୍ରାମର ସବୁ ମଦ କୋଠି ବନ୍ଦ କରିବାକୁ କୁଲିଗାଁ ଭାଟିର ମ୍ୟାନେଜରଙ୍କୁ ମହିଳାମାନେ ଲିଖିତ ସ୍ୱାକ୍ଷର ମାଗିଛନ୍ତି। ଯିଏ ମଦ ପିଇବ ଭାଟିରେ ପିଇବା ସହ ଗାଁରେ ମଦ ଦିଆଯିବ ନାହିଁ। ଗାଁରେ କୋଠି ବନ୍ଦ କରି ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।ତାଙ୍କ କଥାକୁ ବିଶ୍ୱାସ କରି ମହିଳାମାନେ ଆନ୍ଦୋଳନକୁ ଶେଷ କରିଥିଲେ। ଆଗାମୀ ଦିନରେ ଯଦି ମଦ ଦିଅନ୍ତି ତାହେଲେ ରାଜରାସ୍ତାକୁ ଓହ୍ଲାଇବା ସହ ଭାଟିକୁ ଜାଳିପୋଡ଼ି ପାଉଁଶ କରିଦେବେ ବୋଲି ଚେତାବନୀ ଦେଇଛନ୍ତି ଆନ୍ଦୋଳନକାରୀ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!