Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ

by ସଞ୍ଜୟ ସ୍ୱାଇଁ
October 21, 2021
in Crime, State
୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
107
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୁଣି STF ପଞ୍ଝାରେ ଆନ୍ତଃରାଜ୍ୟ ବ୍ରାଉନସୁଗାର ବ୍ୟବସାୟୀ । ୧୬ ନଂ ଜାତୀୟ ରାଜପଥ ଟାଙ୍ଗି ନିକଟରୁ ବ୍ରାଉନ୍‌ସୁଗାର ବେପାରୀକୁ ଧରିଲା STF । ଗିରଫ ବ୍ୟବସାୟୀ ହେଲେ ସଫିକୁଲ ଶେଖ ବୋଲି ଜଣାପଡିଛି । ଖବର ଅନୁଯାୟୀ, ବ୍ରାଉନ୍‌ସୁଗାର କାରବାର ନେଇ କ୍ରାଇମ୍‌ବ୍ରାଞ୍ଚ STFକୁ ଗୁଇନ୍ଦା ସୂଚନା ମିଳିଥିଲା । ସୂଚନା ଆଧାରରେ ଆଜି ୧୬ନଂ ଜାତୀୟ ରାଜପଥ ଟାଙ୍ଗି ନିକଟରୁ ବ୍ରାଉନ୍‌ସୁଗାର ବେପାରୀ ସଫିକୁଲ ଶେଖ୍‌ଙ୍କୁ ଗିରଫ କରିଛି STF ।ସଫିକୁଲର ଘର ପଶ୍ଚିମବଙ୍ଗ ବେଲଡଙ୍ଗା ଜିଲ୍ଲା ପୋଲିଆପରା ଗାଁରେ ବୋଲି ଜଣାପଡିଛି । ସଫିକୁଲ୍‌ ନିକଟରୁ ୧ କେଜି ୪୨ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଯାହାର ନୁମାନିକ ମୂଲ୍ୟ ୧ କୋଟିରୁ ଅଧିକ ହେବ । ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!