Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଇକୋର୍ଟରେ ପହଞ୍ଚିଲା ଶିକ୍ଷୟତ୍ରୀ ମମିତା ମେହେର୍ ହତ୍ୟା ମାମଲା

by ସଞ୍ଜୟ ସ୍ୱାଇଁ
October 21, 2021
in Crime, State
ହାଇକୋର୍ଟରେ ପହଞ୍ଚିଲା ଶିକ୍ଷୟତ୍ରୀ ମମିତା ମେହେର୍ ହତ୍ୟା ମାମଲା
125
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ହାଇକୋର୍ଟରେ ପହଞ୍ଚିଲା ଶିକ୍ଷୟତ୍ରୀ ମମିତା ମେହେର୍ ହତ୍ୟା ମାମଲା । ଏହି ମାମଲାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାଏର୍ ହୋଇଛି । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର୍ ହୋଇଛି ଏହି ମାମଲା । ପୀଡ଼ିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ଓ ସିବିଆଇ ତଦନ୍ତ ଦାବି କରାଯାଇଛି । ମାମଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ପକ୍ଷଭୁକ୍ତ ହୋଇଛି । ଅନ୍ୟପଟେ ମହାଲିଙ୍ଗରେ ଅର୍ଥାତ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଉତ୍ତରାଞ୍ଚଳ ଡିଆଇଜି ଓ ଏସପି । ଯେଉଁଠାରୁ ଶବ ମିଳିଥିଲା ସେ ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର ଓ ବଲାଙ୍ଗିର ଏସବି ପହଞ୍ଚିଛନ୍ତି । ସେଠାରେ ହତ୍ୟା ମାମଲାର ବିଭିନ୍ନ ଦିଗକୁ ନେଇ ଯାଞ୍ଚ ଆରମ୍ଭ କରିଛନ୍ତି ଉଭୟ ଡିଆଇଜି ଓ ଏସପି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!