Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣରେ କୋଡ଼ିନ ମିଶ୍ରିତ କଫ୍ ସିରଫ ଜବତ

by ସଞ୍ଜୟ ସ୍ୱାଇଁ
October 21, 2021
in Crime, State
ବିପୁଳ ପରିମାଣରେ କୋଡ଼ିନ ମିଶ୍ରିତ କଫ୍ ସିରଫ ଜବତ
65
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବିପୁଳ ପରିମାଣରେ କୋଡ଼ିନ ମିଶ୍ରିତ କଫ୍ ସିରଫ ଜବତ। ବରଗଡ଼ ଜିଲ୍ଲା ଅମ୍ବାଭନା ବ୍ଲକ ଭୁକ୍ତା ଅଞ୍ଚଳରୁ ୩୨୪ବୋତଲ କୋଡ଼ିନ ମିଶ୍ରିତ କଫ୍ ସିରଫ ଜବତ ହୋଇଛି। ଅବକାରୀ ଗୁଇନ୍ଦା ସଂସ୍ଥା, ସମ୍ବଲପୁର ଓ ଭଟଲି ଅବକାରୀ ବିଭାଗ ମିଳିତଭାବେ ଚଢ଼ାଉ କରିଥିଲେ। କୌଣସି ସୂତ୍ରରୁ ଖବର ମିଳିବା ପରେ ସମ୍ବଲପୁର ଅବକାରୀ ଉପ ଆୟୁକ୍ତ ଡ଼ମ୍ବରୁଧର ଖଣ୍ଡା, ବରଗଡ଼ ଅବକାରୀ ଅଧିକ୍ଷକ ପ୍ରଦୀପ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ାଉ କରାଯାଇଥିଲା। ସୂଚନା ଅନୁଯାୟୀ, ଭୁକ୍ତା ଅଞ୍ଚଳର ରଞ୍ଜିତ ପାତିକାରଙ୍କ ଘରୁ ୩୨୪ବୋତଲ କୋଡ଼ିନ ମିଶ୍ରିତ କଫ ସିରଫ ଜବତ କରାଯାଇଛି। ପରେ ରଞ୍ଜିତ ପାତିକାରକୁ ଗିରଫ କରାଯାଇଛି। ପିଆର ନମ୍ବର-୧୮୮/୨୧-୨୨ ଅନୁଯାୟୀ ଏନଡ଼ିପିଏସ ଆକ୍ଟ, ୨୧/ବି କେସ୍ ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ବୋଲି ଅବକାରୀ ବିଭାଗ କହିଛି। ଚଢ଼ାଉ ସମୟରେ ସମ୍ବଲପୁର ଗୁଇନ୍ଦା ସଂସ୍ଥା ଅବକାରୀ ନିରିକ୍ଷକ ଶଶିକାନ୍ତ ଦତ୍ତା, ଗୁଇନ୍ଦା ସଂସ୍ଥା ଅବକାରୀ ଉପ ନିରିକ୍ଷକ ହେମନ୍ତ ମହାନନ୍ଦିଆ, ଭଟଲି ଅବକାରୀ ଥାନା ଉପନିରିକ୍ଷକ ଉଷାବତୀ ଗୌଡ଼, ଏଏସଆଇ ବିଜୟ ବିରେନ୍ଦ୍ର ଲାକ୍ରା, ଏଏସଆଇ ଯୁବରାଜ ବାଗ, ଏଏସଆଇ ପରିଜା ଶଙ୍କର ମହାନ୍ତି, କନେଷ୍ଟବଳ ଆଲୋକ ପ୍ରଧାନ ଉପସ୍ଥିତ ଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!