Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଇକୋର୍ଟରେ ମମିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ସହ ସିବିଆଇ ତଦନ୍ତ ଦାବି

by ସଞ୍ଜୟ ସ୍ୱାଇଁ
October 21, 2021
in Crime, State
ହାଇକୋର୍ଟରେ ମମିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ସହ ସିବିଆଇ ତଦନ୍ତ ଦାବି
105
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା):ଓଡ଼ିଶା ହାଇକୋର୍ଟରେ ପହଁଚିଲା ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା। ଘଟଣାରେ ସିବିଆଇ ତଦନ୍ତ ଦାବି କରି ହାଇକୋର୍ଟରେ ମାମଲା ରୁଜୁ କଲା ଭାରତୀୟ ବିକାଶ ପରିଷଦ। ସିବିଆଇ କିମ୍ବା ଅନ୍ୟ କୌଣସି ସ୍ୱାଧିନ ତଦନ୍ତ କାରୀ ସଂସ୍ଥା ଦ୍ୱାରା ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ସହ ମୃତକଙ୍କ ପରିବାରକୁ ୫୦ଲକ୍ଷ ଟଙ୍କାର କ୍ଷତି ପୂରଣ ଦେବାକୁ ଦାବି ହୋଇଛି। ଏହି ଘଟଣାରେ କେନ୍ଦ୍ର ସରକାର, ରାଜ୍ୟ ସରକାର, ମୁଖ୍ୟ ଶାସନ ସଚ୍ଚିବ, ଗୃହ ସଚ୍ଚିବ ପୋଲିସ ଡିଜି, ବଲାଙ୍ଗୀର ଏସପିଙ୍କ ସମେତ ୯ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି। ମିମିତା ମେହେରେ ହତ୍ୟା ଘଟଣାକୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର ଧରିଛି।ଏହି ମାମଲାରେ ଦିବ୍ୟ ଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ନେଇ ତାଙ୍କୁ ବହିଷ୍କାର ଦାବିରେ ବିରୋଧୀ ତୁମ୍ବିତୋଫାନ କରୁଛନ୍ତି। ଏହି ଘଟଣାକୁ ନେଇ ଦିନକୁ ଦିନ ବିବାଦ ବଢ଼ିବାରେ ଲାଗିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!