Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନଵମ ଓ ଦଶମ ଶ୍ରେଣୀ ପରୀକ୍ଷା ପଦ୍ଧତିରେ କରାଯାଇଛି ପରିଵର୍ତ୍ତନ

by ସଞ୍ଜୟ ସ୍ୱାଇଁ
October 21, 2021
in Education, State
ନଵମ ଓ ଦଶମ ଶ୍ରେଣୀ ପରୀକ୍ଷା ପଦ୍ଧତିରେ କରାଯାଇଛି ପରିଵର୍ତ୍ତନ
292
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ନଵମ ଓ ଦଶମ ଶ୍ରେଣୀ ପରୀକ୍ଷା ପଦ୍ଧତିରେ ପରିଵର୍ତ୍ତନ କରାଯାଇଛି। ଏଣିକି ଵର୍ଷକୁ ୪ଟି ଫରମେଟିଭ୍ ଆସେସମେଣ୍ଟ ପରୀକ୍ଷା ହେଵ। ସେହିପରି ଵର୍ଷକୁ ୨ଟି ସମେଟିଭ୍ ପରୀକ୍ଷା ହେଵ। ନଵମ ଶ୍ରେଣୀର ସମେଟିଭ୍-୧ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ନଭେମ୍ବର ୨୨ରୁ ୨୪ଭିତରେ ହେଵ ନଵମ ସମେଟିଭ୍ ପରୀକ୍ଷା । ୪୦ମାର୍କର ପରୀକ୍ଷା ହେଵ।୨୦ମାର୍କର ସଵଜେକଟିଭ୍ ଓ ୨୦ମାର୍କର ଅଵଜେକଟିଭ ପରୀକ୍ଷା ହେବ। ପରୀକ୍ଷାର ଓ୍ବେଟେଜ ୩୦ପ୍ରତିଶତ ରହିବ। ପରୀକ୍ଷା ଖାତାର ମୂଲ୍ୟାୟନ ଅନ୍ୟ ସ୍କୁଲରେ ହେଵ ।୨୩ତାରିଖରୁ ଆରମ୍ଭ ହେଵ ମୂଲ୍ୟାୟନ। ନଭେମ୍ବର ୩୦ତାରିଖ ଭିତରେ ମୂଲ୍ୟାୟନ ହେଵ।ଡିସେମ୍ବର ୬ରୁ ୧୩ତାରିଖ ଭିତରେ ଵୋର୍ଡ ମାର୍କ ଅପଲୋଡ଼ କରିଵ।ଫରମେଟିଭ୍ ଓ ସମେଟିଭ୍ ପରୀକ୍ଷା ର ମାର୍କକୁ ନେଇ ରେଜଲ୍ଟ ଅପଲୋଡ଼ ହେଵ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!