Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୃଷିମନ୍ତ୍ରୀଙ୍କ ଜନଶୁଣାଣୀ ଶିବିର

by ସଞ୍ଜୟ ସ୍ୱାଇଁ
December 5, 2019
in Politics, State
କୃଷିମନ୍ତ୍ରୀଙ୍କ ଜନଶୁଣାଣୀ ଶିବିର
23
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବା ର୍ା ବ୍ୟୁରୋ): ନୟାଗଡ଼ ବସ୍ଷ୍ଟାଣ୍ଡ ଠାରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଜନଶୁଣାଣୀ କରିଛନ୍ତି । ସକାଳ ୧୦ ଘଟିକା ସମୟରେ ଏହି ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା । ଜନସାଧାରଣଙ୍କ ନିକଟତର ହେବା ସହିତ ପ୍ରତ୍ୟେକ ଲୋକର ସମସ୍ୟା ସମାଧାନ କରିବା ନିମନ୍ତେ ପ୍ରତ୍ୟେକ ମାସରେ ଏହି ଜନଶୁଣାଣୀ ଶିବିର ଅନୁଷ୍ଠିତ ହେଉଛି । ପ୍ରତ୍ୟେକ ବ୍ୟକ୍ତିଙ୍କର ବିଭିନ୍ନ ସମସ୍ୟା ଏଠାକୁ ଆସୁଛି । ସରକାରୀ ହେଉ ଅବା ବେସରକାରୀ ବିଭିନ୍ନ ବର୍ଗର ଲୋକ ଆସି ଏହି ଜନଶୁଣାଣୀ ଶିବିରରେ ମନ୍ତ୍ରୀଙ୍କୁ ଆପ ି ଅଭିଯୋଗ ଶୁଣାଉଛନ୍ତି । ଆଜି ବହୁ ସଂଖ୍ୟକ ଜନସାଧାରଣ ଏହି ଜନଶୁଣାଣୀ ଶିବିରରେ ସାମିଲ ହୋଇଥିଲେ । ନୟାଗଡ଼ ଏନ୍ଏସିର ପୂର୍ବତନ ଚେୟାରମ୍ୟାନ୍ ଗୁରୁପ୍ରସାଦ ଜେନା, ନୟାଗଡ଼ ବ୍ଲକ୍ ଚେୟାରମ୍ୟାନ୍ଙ୍କ ସମେତ ବହୁ ବରିଷ୍ଠ କର୍ମୀ ଏଥିରେ ଯୋଗ ଦେଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!