Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ମୃତିଦିବସରେ ସେବାରେ ସର୍ବୋଚ୍ଚ ବଳିଦାନ ଦେଇଥିବା ସହିଦଙ୍କୁ ମନେ ପକାଇଲା ଭଦ୍ରକ ଜିଲ୍ଲା ପୁଲିସ

by ସଞ୍ଜୟ ସ୍ୱାଇଁ
October 21, 2021
in State
ସ୍ମୃତିଦିବସରେ ସେବାରେ ସର୍ବୋଚ୍ଚ ବଳିଦାନ ଦେଇଥିବା ସହିଦଙ୍କୁ ମନେ ପକାଇଲା ଭଦ୍ରକ ଜିଲ୍ଲା ପୁଲିସ
40
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଓଡ଼ିଶା ପୁଲିସ ପକ୍ଷରୁ ଆଜି ୬୨ତମ ସହିଦ ସ୍ମୃତିଦିବସପାଳନ ହୋଇଯାଇଛି । ଏହି ଅବସରରେ କରୋନା କଟକଣା ଭିତରେ ଭଦ୍ରକ ପୋଲିସ ପକ୍ଷରୁ ପାଳିତ ହୋଇଯାଇଛି ଶହୀଦ ସ୍ମୃତି ଦିବସ । ଚରମ୍ପା ସ୍ଥିତ ରିଜର୍ଭ ପୋଲିସ ପଡ଼ିଆ ଠାରେ ଆୟୋଜିତ ସ୍ମୃତିଦିବସ କାର୍ୟ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଚରଣ ସିଂ ମୀନା । ଏସପି ଚରଣ ସିଂ ମୀନା, ଜିଲ୍ଲାପାଳ ତ୍ରିଲୋଚନ ମାଝୀଙ୍କ ସମେତ ବରିଷ୍ଠ ପୁଲିସ ଅଧିକୀରୀମାନେ ଅମର ଯବାନ ସହିଦ ସ୍ମୃତିରେ ପୁଷ୍ପମାଲ୍ୟ ପ୍ରଦାନ କରିଥଲେ । ପରେ ଅଭିବାଦ ଗ୍ରହଣ କରିଥିଲେ ଏସପି । ଚଳିତ ବର୍ଷ ଦେଶରେ ୩୭୭ ଜଣ ପଲିସ ଶହୀଦ ହୋଇଥିବା ବେଳେ ଏଥିମଧ୍ୟର ଓଡ଼ିଶାରୁ ୨୬ ଜଣ ପୁଲିସ ନିଜର କର୍ତ୍ତବ୍. ସମୟରେ ସର୍ବୋଚ୍ଚ ବଳିଦାନ ଦେଇ ସହିଦ ହୋଇଛନ୍ତି । ଜନସାଧାରଣ ତଥା ସମାଜର ସୁରକ୍ଷା ପାଇଁ ସଜାଗ ରହି ସର୍ବଦା ନିଜ ସେବାରେ ନିୟୋଜିତ ପୁଲିସ । ତେଣୁ ଦେଶମାତୃକା ପାଇଁ ସର୍ବୋଚ୍ଚ ବଳିଦାନ ଦେଇଥିବା ସହିଦମାନଙ୍କୁ ମନେ ପକାଇବା ସହ ସେମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଆଜି ପାଳିତ ହେଉଛି ସ୍ମୃତିଦିବସ । ଏହ କର୍ୟ୍ୟକ୍ରମରେ ଜିଲ୍ଲାର ବହୁ ବରିଷ୍ଠ ଅଧିକାରୀଙ୍କ ସମେତ ମାନ୍ୟଗନ୍ୟ ବ୍ୟକ୍ତି ଯୋଗ ଦେଇଥଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!