Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସାମ ସାଧାରଣତନ୍ତ୍ର ପ୍ୟାରେଡ଼ ଅଭ୍ୟାସ ଓ ଚୟନ ଶିବିରରେ ଯୋଗଦେବେ ପି ବି ଇଶିତା ରାଜୁ

by ସଞ୍ଜୟ ସ୍ୱାଇଁ
October 22, 2021
in State
ଆସାମ ସାଧାରଣତନ୍ତ୍ର ପ୍ୟାରେଡ଼ ଅଭ୍ୟାସ ଓ ଚୟନ ଶିବିରରେ ଯୋଗଦେବେ ପି ବି ଇଶିତା ରାଜୁ
216
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ଦଶ ଦିବସୀୟ ଜାତୀୟ ପୂର୍ବାଞ୍ଚଳ ପ୍ରାକ୍ ସାଧାରଣତନ୍ତ୍ର ପ୍ୟାରେଡ଼ ଅଭ୍ୟାସ ଓ ଚୟନ ଶିବିରରେ ଯୋଗଦେବେ ପି ବି ଇଶିତା ରାଜୁ। ଏଥିପାଇଁ ସେ ଆସାମ ଗସ୍ତ କରିଛନ୍ତି। ସରକାରୀ ମହିଳା ମହାବିଦ୍ୟାଳୟର ଯୁକ୍ତ ୩ କଳା ଶିକ୍ଷା ସମ୍ମାନର ଛାତ୍ରୀ ପି ବି ଇଶିତା ରାଜୁ। ଜାତୀୟ ସେବା ଯୋଜନା ଏନଏସଏସ ତରଫରୁ ଆସାମ ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିଠାରେ ଏହି ଶିବିର ଅନୁଷ୍ଠିତ ହେବ। ଅକ୍ଟୋବର ୨୫ରୁ ନଭେମ୍ବର ୩ ପର୍ୟ୍ୟନ୍ତ ହେବ। ଇଶିତା ଜଣେ ଭଲ ଛାତ୍ରୀ, ସ୍ୱେଚ୍ଛାସେବୀ ସହ ନୃତ୍ୟ, ଅଭିନୟ ଓ ପ୍ୟାରେଡ଼ରେ ଉତ୍ତମ ପାରଦର୍ଶିତା ଦେଖାଇପାରିଛନ୍ତି। ପୂର୍ବରୁ ଇଶିତା ଚଳିତ ମାସ ୮ତାରିଖରେ ଭୁବନେଶ୍ୱର ଉତ୍କଳ ବିଶ୍ୱବିଦ୍ୟାଳୟରେ ଆୟୋଜିତ ରାଜ୍ୟସ୍ତରୀୟ ପ୍ରି ରିପବ୍ଲିକ ଡ଼େ ସିଲେକ୍ସନ କ୍ୟାମ୍ପ ୨୦୨୧ରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ତରଫରୁ ପ୍ରତିନିଧିତ୍ୱ କରି ମନୋନୀତ ହୋଇଥିଲେ। କୋରାପୁଟ ଜିଲ୍ଲାର ଏକ ମାତ୍ର ଏନଏସଏସ ସ୍ୱେଚ୍ଛାସେବୀଭାବେ ଆସାମ ଶିବିରରେ ଯୋଗଦେବାକୁ ଯାଉଥିବାରୁ ମହାବିଦ୍ୟାଳୟର ଅଧ୍ୟକ୍ଷା ମନୋରମା ଦେବୀ ଖୁସି ପ୍ରକାଶ କରିଛନ୍ତି। ଏନଏସଏସ କାର୍ୟ୍ୟକ୍ରମ ଅଧିକାରୀ ଅଧ୍ୟାପକ ଡ଼ ମନୋରଞ୍ଜନ ପ୍ରଧାନ ତାଙ୍କ ପ୍ରଚେଷ୍ଟା ଓ ପରିଶ୍ରମକୁ ପ୍ରଶଂସା କରିଛନ୍ତି। ଏନଏସଏସ କାର୍ୟ୍ୟକ୍ରମ ଅଧିକାରୀ କିଶୋର ଚନ୍ଦ୍ର ବେହେରା ଓ ସମସ୍ତ ଅଧିକାରୀଙ୍କୁ ସାଧୁବାଦ ଜଣେଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!