Monday, May 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ : ପାଣିପାଇଁ ଆନ୍ଦୋଳନ

by ସଞ୍ଜୟ ସ୍ୱାଇଁ
November 6, 2019
in Breaking, Politics, State
13
VIEWS
Share on FacebookShare on Twitter

 

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ) ଗାଁ କୁ ପାନୀୟ ଜଳ ଯୋଗାଣ ଦାବିରେ ରାସ୍ତାକୁ ଓଲ୍ହାଇଲେ ମହିଳା l ନୟାଗଡ଼ ଜିଲ୍ଲl ଖମାରସାହି ଠାରେ ଦୀର୍ଘଦିନ ଧରି ପାନୀୟ ଜଳର ଅଭାବ  ଦେଖାଦେଇଥିବା ବେଳେ ଏନେଇବାରମ୍ବାର ଅଭିଯୋଗ ସତ୍ୱେ ପ୍ରସାଶନ କୌଣସି ପଦକ୍ଷେପ ନେଉନଥିବାରୁ ଆଜି ଖମାରସହି ଗାଁର ମହିଳାମାନେ   ରାଜରାସ୍ତାରେ ଆନ୍ଦୋଳନ କୁ ଓଲ୍ହାଇବା ସହ ଦୀର୍ଘ ସମୟ ଧରି 57 ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ l ଫଳରେ ଖମାରସହି ଠାରେ 57 ନମ୍ବର ଜାତୀୟ ରାଜପଥ ଦେଇ ଯିବାଆସିବା କରୁଥିବା ଶତାଧିକ ଯାନବାହାନ ଦୀର୍ଘ ସମୟ ଧରି ଅଟକି ରହିଥିଲା l ତେବେ ଏ ନେଇ ଖବର ପାଇ ଘଟଣା ସ୍ଥଳରେ ବିଭାଗୀୟ ଅଧିକାରୀ ଏବଂ ଟାଉନ ଥାନା ପୋଲିସ ପହଂଚି ଲୋକଙ୍କୁ ବୁଝାସୁଝା କରିବା ସହ ଖୁବ ସିଘ୍ର ସମସ୍ୟାର ସମାଧାନ ପାଇଁ ପ୍ରତିସୃତି  ଦେବା ପରେ ରାସ୍ତାରୋକ ହଟିଥିଲା

 

Leave a Reply Cancel reply

Your email address will not be published. Required fields are marked *

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!