Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟି-୨୦ ବିଶ୍ୱକପ୍:ଭାରତକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କଲା ପାକିସ୍ତାନ

by ସଞ୍ଜୟ ସ୍ୱାଇଁ
October 24, 2021
in Sports
ଆଉ କିଛି ଘଣ୍ଟା ପରେ କିକ୍ରେଟ୍ ଲଢେଇ: ଭାରତ ବନାବ ପାକିସ୍ତାନ
90
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଆରମ୍ଭ ହେବ ମହାସମର । କିଏ ଜିତୁଛି କିଏ ହାରୁଛି ଖେଳ ଶେଷ ପର୍ଯ୍ୟାୟରେ ଜଣାପଡିବ । ହେଲେ ଖେଳ ଆରମ୍ଭ ହେବା ପୂର୍ବରୁ କ୍ରିକେଟ୍ ପ୍ରେମୀଙ୍କ ମନରେ ଉତ୍ସାହ ଦେଖାଦେଇଛି । ସବୁ ଉତ୍ସାହ ଠାରୁ ଏହି ମ୍ୟାଚର ଉତ୍ସାହ ଟିକେ ଅଲଗା । କାରଣ ଆଜିର ମହାସମର ଭାରତ ବନାମ ପାକିସ୍ତାନ ମଧ୍ୟରେ । ଟସ୍ ପଡିସାରିଛି, ମାତ୍ର ଖେଳ ଆରମ୍ଭ ହେବାକୁ ଆଉ କିଛି ସମୟ ବାକି ରହିଛି । ପାକିସ୍ତାନ ଟସ୍ ଜିତି ଭାରତକୁ ବ୍ୟାଟିଂ କରିବାକୁ ପଡିଆ ଭିତରକୁ ଆମନ୍ତ୍ରଣ କରିଛି ।
ଭାରତ: ରୋହିତ୍ ଶର୍ମା, ଲୋକେଶ ରାହୁଲ୍, ବିରାଟ୍ କୋହଲି (କ୍ୟାପଟେନ୍), ସୂର୍ୟ୍ୟକୁମାର ଯାଦବ, ଋଷଭ ପନ୍ତ (ୱିକେଟ୍ କିପର), ରବୀନ୍ଦ୍ର ଜାଡେଜା, ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର, ବରୁଣ ଚକ୍ରବର୍ତ୍ତୀ, ଯଶପ୍ରୀତ ବୁମ୍ରା, ମହମ୍ମଦ ଶାମି।
ପାକିସ୍ତାନ: ବାବର ଆଜମ (କ୍ୟାପଟେନ୍), ମହମ୍ମଦ ରିଜୱାନ୍ (ୱିକେଟ୍ କିପର), ଫକର ଜମାନ, ମହମ୍ମଦ ହଫିଜ୍, ଶୋଏବ ମଲ୍ଲିକ୍, ଆସିଫ୍ ଅଲୀ, ଶଦାବ ଖାନ୍, ଇମାଦ ୱାସିମ୍, ହାସନ୍ ଅଲୀ, ହାରିସ୍ ରୌଫ, ଶାହୀନ ଆଫ୍ରିଦି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!