Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗ଼ଡ-ଟୁରିଷ୍ଟି ବସ ଓଲଟି ୧୫ ଆହତ

by ସଞ୍ଜୟ ସ୍ୱାଇଁ
November 6, 2019
in Breaking, State
16
VIEWS
Share on FacebookShare on Twitter

ନୟାଗଡ(ବାଘୁଆବାର୍ତ୍ତା ବିରୋ)- ଶରଣକୂଳ ଥାନା ବଡପୁଟୁ ଛକ ନିକଟରେ ଏକ ଧାନ କିଆରିକୁ ଭଞ୍ଜନଗର ଅଞ୍ଚଳରୁ ଆସୁଥିବା ଭ୍ରମଣ କାରି ବସ ଓଲଟି ପଡିବାରୁ ଏଥିରେ ବସିଥିବା ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି  । ଆହତ ଲୋକଙ୍କୁ ସ୍ଥାନୀୟ ଜନସାଧାରଣ,ଶରଣକୂଳ ପୋଲିସ,ଶରଣକୂଳ ମେଡିକାଲ ଓ ନୟାଗଡ ମେଡିକାଲକୁ ଚିକିସା ପାଇଁ ପଠାଇଛନ୍ତି  । ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ନିକଟସ୍ଥ ବିଭିନ୍ନ ଗ୍ରାମରୁ କିଛି ଯାତ୍ରୀ ଘଟଗାଁ ତାରିଣିଙ୍କୁ ଦର୍ଶନ ପାଇଁ ଜାଇଥିଲେ  । ଜଗନ୍ନାଥ ଦର୍ଶନ ସାରି ନୂଆ ଜଗନ୍ନାଥସଡକ ଦେଇ ଫେରୁଥିବା ସମୟରେ ଭାରସାମ୍ୟ ହରାଇ ବସଟି ନିକଟରେ ଥିବା ଏକ କଂକ୍ରିଟ ମିକ୍ସର ମେସିନକୁ ଧକ୍କା ଦେଇ ଧାନ କିଆରିକୁ ଓଲଟି ପଡିଥିଲା  । ଯାତ୍ରୀମାନେ ବସର ଆଗ କାଚ ଭାଙ୍ଗି ବାହାରକୁ ବାହାରିଥିଲେ  ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!