Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖୋଲିଲା ବିଡ୍:ଆଇପିଏଲରେ ସାମିଲ ହେଲା ଦୁଇ ନୂଆ ଟିମ୍

by ସଞ୍ଜୟ ସ୍ୱାଇଁ
October 25, 2021
in Breaking, Sports
IPL 2021 to restart with CSK vs MI in Dubai on September 19, final to be played on October 15
261
VIEWS
Share on FacebookShare on Twitter

ମୁମ୍ବାଇ, (ବାଘୁଆବାର୍ତ୍ତା): କ୍ରିକେଟ୍ ପ୍ରେମୀମାନଙ୍କ ପାଇଁ ଆସିଲା ବଡ଼ ଖବର । ଆଇପିଏଲ ମ୍ୟାଚରେ ଦୁଇଟି ନୂଆ ଟିମ୍ ସାମିଲ ହେଲା । ଏହି ଦୁଇଟି ନୂଆ ଟିମ୍ ହେଲା ଲକ୍ଷେ୍ନା ଓ ଅହମ୍ମଦାବାଦ । ନୂଆ ଟିମ୍ ଲକ୍ଷେ୍ନାକୁ ଆରପିଏସଜି ଗ୍ରୁପ୍ ନେଇଥିବା ବେଳେ ଅହମ୍ମଦାବାଦ ଟିମକୁ ସିଭିସି କ୍ୟାପିଟାଲ୍ ପାର୍ଟନର୍ସ ନେଇଥିବା ଜଣାପଡିଛି । ଆଜି ଦୁଵାଇରେ ଖୋଲାଯାଇଥିଲା ଵିଡ୍ ପେପର । ବିସିସିଆଇ ପ୍ରତି ଫ୍ରାଞ୍ଚାଇଜ୍‌ର ବେସ୍‌ ପ୍ରାଇସ୍‌ (ମୂଲ୍ୟ ଦର) ୨୦୦୦ କୋଟି ଟଙ୍କା ରଖିଥିଲା । ମୋଟ୍ ୨୨ଟି କମ୍ପାନୀ ନୂଆ ଟିମ୍ କିଣିଵା ପାଇଁ ଵିଡିଙ୍ଗ କରିଥିଲେ ।  କଟକ ସହ ଲକ୍ଷ୍ନୌ, ଅହମ୍ମଦାଵାଦ୍, ଇନ୍ଦୋର, ଧର୍ମଶାଳା, ଗୌହାଟୀ ନୂଆ ଟିମ୍ ରେସରେ ଥିଲେ । ନୂଆ ଟିମରେ କଟକ ସାମିଲ ହେଵ କି ନାହିଁ ସେ ନେଇ ଚର୍ଚ୍ଚା ହେଉଥିବା ବେଳେ ଶେଷରେ ଅହମ୍ମଦାବାଦ ଏବଂ ଲକ୍ଷ୍ନୌକୁ ସାମିଲ କରାଯାଇଛି । ପ୍ରମୁଖ ଵିଡର୍ ମଧ୍ୟରେ ଥିଲେ ମାଞ୍ଚେଷ୍ଟର ୟୁନାଇଟେଡ କ୍ଲଵ ମାଲିକ । ଜିନ୍ଦଲ ଷ୍ଟିଲ , ଟରେଣ୍ଟ ଫାର୍ମା ଓ ହିନ୍ଦୁସ୍ତାନ ଟାଇମସ୍ ଗ୍ରୁପ୍ ମଧ୍ୟ ଵିଡିଙ୍ଗରେ ସାମିଲ ହୋଇଥିଲେ । ମୋଟ ୬ଟି ସହର ମଧ୍ୟରୁ ଦୁଇଟି ସହରକୁ ନେଇ ହୋଇଥିଲା ନୂଆ ଫ୍ରାଞ୍ଚାଇଜ୍ । ଆଗାମୀ ସିଜିନରେ ଏହି ୨ଟି ନୂଆ ଟିମ୍‌କୁ ସାମିଲ କରାଯିବାର ସୂଚନା ମିଳିଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!