Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ଜର୍ଦ୍ଦା ବିକ୍ରି ଅଭିଯୋଗରେ ଦୁଇ ଗିରଫ

by ସଞ୍ଜୟ ସ୍ୱାଇଁ
November 7, 2019
in Breaking, Crime, State
26
VIEWS
Share on FacebookShare on Twitter

ନୟାଗଡ଼, ୭ା୧୧(ବାଘୁଆବାର୍ତ୍ତା ବ୍ୟୁରୋ) : ନୟାଗଡ଼ ସହରରେ ନିୟମିତ ଭାବେ ନକଲି ଜର୍ଦ୍ଦା ବିକ୍ରି କରୁଥିବା ଅଭିଯୋଗରେ ଦୁଇ ବ୍ୟବସାୟୀଙ୍କୁ ଟାଉନଥାନା ପୁଲିସ ଗିରଫ କରିଛି । ସେମାନେ ହେଲେ ପୁରୁଣାସହର ଦାଣ୍ଡସାହିର ସନ୍ତୋଷ କୁମାର ସାହୁ ଏବଂ ଦଶପଲ୍ଲା ବାଘୁଆପଶିର ସର୍ବେଶ୍ୱର ପ୍ରଧାନ । ସୂଚନାନୁସାରେ, ଏହି ଦୁଇଜଣଙ୍କର ନୟାଗଡ଼ରେ ବ୍ୟବସାୟ ପ୍ରତିଷ୍ଠାନ ରହିଥିବା ବେଳେ ଏମାନେ ନିଜ ଦୋକାନରେ ନିୟମିତ ନକଲି ଜର୍ଦ୍ଦା ବିକ୍ରୟ କରୁଥିଲେ । ଏନେଇ ଗୋପାଳ କମ୍ପାନୀ କତ୍ତୁପକ୍ଷ ଜାଣିବା ପରେ କମ୍ପାନୀ କର୍ମଚାରୀ କୈଳାଶ ସିଂ ଚୈାହାନ ଆସି ନୟାଗଡ଼ ଟାଉନଥାନାରେ ଅଭିଯୋଗ କରିଥିଲେ । ପୁଲିସ ସେମାନଙ୍କ ନିକଟରୁ ନକଲି ଜର୍ଦ୍ଦା ଜବତ କରିବା ସହ ଗିରଫ କରିଥିବା ନେଇ ଟାଉନଥାନା ଅଧିକାରୀ ଜୟଦୀପ ମହାନ୍ତି ସୂଚନା ଦେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!