Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ଅପହରଣ ମହଙ୍ଗାପଡିଲା

by ସଞ୍ଜୟ ସ୍ୱାଇଁ
November 8, 2019
in Crime, State
21
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା ବ୍ୟୁରୋ): ନୟାଗଡ଼ ନିକଟସ୍ଥ ଇଟାମାଟି ଥାନା ଅଞ୍ଚଳରୁ ଜନୈକ ନାବାଳିକାକୁ ଅପହରଣ କରିବା ଯୁବକଙ୍କୁ ମହଙ୍ଗା ପଡିଛି । ଇଟାମାଟି ପୋଲିସ ଦ୍ୱାରା ଅନ୍ୟ ରାଜ୍ୟରୁ ଧରା ହୋଇଛନ୍ତି ଉଭୟ ଯୁବକ ଓ ନାବାଳିକା । ପରିଣାମ ସ୍ୱରୂପ ଯୁବକ ଜଣକୁ ଶେଷରେ ଜେଲ୍ ଯିବାକୁ ପଡିଛି । ପ୍ରକାଶଥାଉ କି, ଜନୈକ ନାବାଳିକା +୨ ପ୍ରଥମ ଶ୍ରେଣିରେ ଅଧ୍ୟୟନ କରୁଥିବା ବେଳେ ସେହି ଗ୍ରାମର ଯୁବକ ବସନ୍ତ ପାତ୍ର ଅପହରଣ କରିନେଇ ଯାଇଥିବା ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗ ପରେ ପୋଲିସ ଏକ ମାମଲା ରୁଜୁ କରିଥିଲା । ଗତ ମାର୍ଚ୍ଚ ୨୩ ତାରିଖ ବିଳମ୍ବିତ ରାତିରେ ଜନୈକ ଯୁବକ ନାବାଳିକାକୁ ଅପହରଣ କରି ଗୁଜୁରାଟ ରାଜ୍ୟର ସୁରଟ ସହରରେ ରଖିଥିଲା । ଖବରପାଇ ଇଟାମାଟି ପୋଲିସ ସୁରଟ ଯାଇ ସେଠାରେ ପୋଲିସ ସହାୟତାରେ ନାବାଳିକାକୁ ଉଦ୍ଧାର କରିବା ସହିତ ବସନ୍ତକୁ ଗିରଫ କରିଥିଲା । ଉଭୟଙ୍କୁ ଡାକ୍ତରୀ ମାଇନା କରାଯିବା ପରେ ନାବାଳିକାକୁ ଏକ ଆଶ୍ରମରେ ଛଡାଯାଇଛି । ଅପରପକ୍ଷରେ ଅଭିଯୁକ୍ତ ବସନ୍ତକୁ କୋର୍ଟ ଚାଲାଣ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!